Posted inଜାତୀୟ

ଛଗନ ଭୁଜବଲଙ୍କୁ ମିଳିଲା ହତ୍ୟା ଧମକ

ମୁମ୍ବାଇ, ୧୧।୭: ମହାରାଷ୍ଟ୍ରର ରାଜନୈତିକ ସର୍କଲରେ ଉତ୍ତେଜନା କମିଯିବା ମାତ୍ରେ ଏକ ନୂଆ ମାମଲା ସାମ୍ନାକୁ ଆସିଛି। ବର୍ତ୍ତମାନ ରାଜ୍ୟର ନବନିଯୁକ୍ତ କ୍ୟାବିନେଟ ମନ୍ତ୍ରୀ ଛଗନ ଭୁଜବଲଙ୍କୁ ହତ୍ୟା ଧମକ ମିଳିଛି।

କୁହାଯାଉଛି ଯେ ଛଗନ ଭୁଜବଲ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପିପରୀ ଚିଞ୍ଚୱାଡ ଯାଇଥିଲେ। ତା’ପରେ ଜଣେ ବ୍ୟକ୍ତି ତାଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲା। ଭୁଜବଲ ତୁରନ୍ତ ପୋଲିସକୁ ସୂଚନା ଦେଇଥିଲେ। ଏହି ଖବର ପ୍ରକାଶ ପାଇବା ମାତ୍ରେ ପୁଣେ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରି ହତ୍ୟା ଧମକ ଦେବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଥିଲା।

ପୋଲିସ ଅଧିକାରୀ କହିଛନ୍ତି , ଅଭିଯୁକ୍ତ ଜଣଙ୍କ କୋହ୍ଲାପୁରର ପ୍ରଶାନ୍ତ ପାଟିଲ ବୋଲି ଜଣାପଡିଛି। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ଅଭିଯୁକ୍ତମାନେ ମଦ୍ୟପାନ କରି ଫୋନରେ କ୍ୟାବିନେଟ ମନ୍ତ୍ରୀଙ୍କୁ ଧମକ ଦେଇଥିଲେ। ପୋଲିସ ସଙ୍ଗେ ସଙ୍ଗେ ଏହି କଲ ଅନୁସନ୍ଧାନ କରି ଅଭିଯୁକ୍ତଙ୍କୁ ମହାଡରୁ ଗିରଫ କରିଥିଲା। ପରେ ତାଙ୍କୁ ପଚରାଉଚରା ପାଇଁ ପୁଣେକୁ ଅଣାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri