ପୁନିତଙ୍କୁ ‘କର୍ନାଟକ ରତ୍ନ’ ପୁରସ୍କାର

ସ୍ବର୍ଗତ ସୁପରଷ୍ଟାର ପୁନିତ ରାଜକୁମାରଙ୍କୁ କର୍ନାଟକ ରତ୍ନ ପୁରସ୍କାର ପ୍ରଦାନ କରାଯିବ ବୋଲି କର୍ନାଟକ ସରକାର ଘୋଷଣା କରିଛନ୍ତି। କର୍ନାଟକର ମୁଖ୍ୟମନ୍ତ୍ରୀ ବାସଭାରାଜ ଏସ୍‌ ବୋମାଇ ତାଙ୍କ ଟୁଇଟର୍‌ରେ ଏହି ସୂଚନା ଦେଇଛନ୍ତି। କର୍ନାଟକ ରତ୍ନ ପୁରସ୍କାର ପାଇଥିବା ରାଜକୁମାର ଦଶମ ବ୍ୟକ୍ତି ହେବେ। ଏହି ପୁରସ୍କାର କର୍ନାଟକର ସର୍ବୋଚ୍ଚ ପୁରସ୍କାର। ଅକ୍ଟୋବର ୨୯ରେ ୪୬ ବର୍ଷ ବୟସରେ ହୃଦଘାତରେ ପୁନିତଙ୍କର ମୃତ୍ୟୁ ହୋଇଥିଲା। ସେ କର୍ନାଟକ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଡକ୍ଟର ରାଜକୁମାରଙ୍କ ପୁଅ ଥିଲେ। ଅଭିନେତା ରାଜକୁମାରଙ୍କର ପାଞ୍ଚଟି ସନ୍ତାନ ଥିଲେ, ସେମାନଙ୍କ ମଧ୍ୟରୁ ପୁନିତ କନିଷ୍ଠ ଥିଲେ। ପୁନିତଙ୍କ ପିତାଙ୍କୁ ମଧ୍ୟ କର୍ନାଟକର ଏହି ସର୍ବୋଚ୍ଚ ପୁରସ୍କାରରେ ସମ୍ମାନିତ କରାଯାଇଛି। ତାଙ୍କୁ ୧୯୯୨ ମସିହାରେ କର୍ନାଟକ ରତ୍ନ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri