Posted inଖେଳ

ପୁନିଆଙ୍କ କ୍ଷୋଭ, କହିଲେ ଫେରାଇ ନେବିନାହିଁ ପଦ୍ମଶ୍ରୀ, ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୪।୧୨: ରେସଲିଂ ଫେଡେରେସନ ଅଫ ଇଣ୍ଡିଆ ବା ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ) ର ମାନ୍ୟତା ରଦ୍ଦ ହେବା ପରେ ରବିବାର (୨୪ ଡିସେମ୍ବର), ଭେଟେରାନ ରେସଲର ବଜରଙ୍ଗ ପୁନିଆ କହିଛନ୍ତି ଯେ ନ୍ୟାୟ ପାଇବା ପର୍ଯ୍ୟନ୍ତ ସେ ପଦ୍ମଶ୍ରୀ ପୁରସ୍କାର ଫେରସ୍ତ କରିବେ ନାହିଁ।
ନ୍ୟୁଜ ଏଜେନ୍ସି ପିଟିଆଇର ସୂଚନା ଅନୁଯାୟୀ, ବଜରଙ୍ଗ ପୁନିଆ କହିଛନ୍ତି ଯେ ମୁଁ ପଦ୍ମଶ୍ରୀ ପୁରସ୍କାର ଫେରାଇ ନେବି ନାହିଁ। ମୁଁ ନ୍ୟାୟ ପାଇବା ପରେ ହିଁ ଏହା ବିଷୟରେ ଚିନ୍ତା କରିବି। ସେ କହିଛନ୍ତି, ଆମ ଭଉଣୀମାନଙ୍କ ସମ୍ମାନଠାରୁ କୌଣସି ପୁରସ୍କାର ବଡ଼ ନୁହେଁ … ଆମେ ପ୍ରଥମେ ନ୍ୟାୟ ପାଇବା ଉଚିତ।
ବ୍ରିଜଭୂଷଣ ଶରଣ ସିଂଙ୍କ ନିକଟତମ ବିବେଚିତ ସଞ୍ଜୟ ସିଂଙ୍କ ଭାରତୀୟ ରେସଲିଂ ଫେଡେରେଶନର ସଭାପତି ପଦକୁ ନିର୍ବାଚନକୁ ବିରୋଧ କରି ବଜରଙ୍ଗ ପୁନିଆ ତାଙ୍କ ପଦ୍ମଶ୍ରୀକୁ ଫେରାଇ ଦେଇଥିଲେ।
ଶୁକ୍ରବାର (୨୨ଡିସେମ୍ବର) ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିୀଙ୍କୁ ଭେଟିବାକୁ ଏବଂ ତାଙ୍କ ପ୍ରତିବାଦ ପତ୍ର ଦାଖଲ କରିବାକୁ ସେ ଚେଷ୍ଟା କରିଥିଲେ। ତେବେ ଡ୍ୟୁଟିରେ ଥିବା ଦିଲ୍ଲୀ ପୋଲିସ ଯିବାବେଳେ ତାଙ୍କୁ ଅଟକାଇଥିଲା। ଏହା ପରେ ବଜରଙ୍ଗ ତାଙ୍କ ପଦ୍ମଶ୍ରୀ ପଦକକୁ ଫୁଟପାଥରେ ଚିଠିର ଶୀର୍ଷରେ ରଖି ଚାଲିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?