ତାଲିବାନ ଦେଖାଉଛି ଅସଲ ଚେହେରା: ଦାଢି କାଟିଲେ ମିଳିବ ଦଣ୍ଡ

କାବୁଲ,୨୭ ।୯: ଆଫଗାନିସ୍ତାନରେ ଜୋର ଜବରଦସ୍ତ କବଜା କରି ସରକାର ଚଲାଉଥିବା ତାଲିବାନ ୨୦ ବର୍ଷ ତଳର ରଙ୍ଗ ପୁଣିଥରେ ଦେଖାଉଛି । ମହିଳା, ଶିଶୁ, ପୁରୁଷ ସମସ୍ତଙ୍କ ପାଇଁ ନୂଆ ନୂଆ ଆଇନ କରୁଛି ତାଲିବାନ । ଆଉ ଏହି ଆଇନକୁ ଯିଏ ମାନୁନାହାନ୍ତି ସେମାନଙ୍କୁ ଅତି ବର୍ବର ଭାବେ ଦଣ୍ଡ ଦିଆଯାଉଛି । ମହିଳାମାନଙ୍କୁ ରାଜରାସ୍ତାରେ ପିଟିବାଠାରୁ ଆରମ୍ଭ କରି ଏମାନଙ୍କୁ ଫାଶୀରେ ମଧ୍ୟ ଚଢାଇ ଦିଆଯାଉଛି । ଏହାସହ ପୁରୁଷ ଓ ଶିଶୁମାନଙ୍କ ସହ ବି ଅମାନବୀୟ ବ୍ୟବହାର ସାରା ବିଶ୍ୱକୁ ଚକିତ କରିଛି । ତାଲିବାନ ପକ୍ଷରୁ ପୁରୁଷଙ୍କ ପାଇଁ ମଧ୍ୟ ଅନେକ ନୂଆ ଆଇନ ଜାରି କରାଯାଇଛି । ଏବେ ତାଲିବାନ କହିଛି ପୁରୁଷମାନେ ଦାଢି କାଟିଲେ ସେମାନଙ୍କୁ ଶରିୟା ଆଇନ ଭଳି କଠୋର ଦଣ୍ଡ ଦିଆଯିବ । ତାଲିବାନର ଏସବୁ ନୂଆ ଆଇନରେ ବ୍ୟସ୍ତ ବିବ୍ରତ ହୋଇ ଗଲେଣି ଆଫଗାନବାସୀ ।


Enter your email to get our daily news in your inbox.

All Right Reserved By Dharitri.Com

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri