Posted inଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ୩୦ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଏଏପି

ଚଣ୍ଡିଗଡ଼,୧୦ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଥିବା ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି(ଏଏପି) ଶୁକ୍ରବାର ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏବେ ୧୧୭ ମଧ୍ୟରୁ କେବଳ ୩୦ ଜଣଙ୍କ ନାମ ଘୋଷଣା କରାଯାଇଛି । ପଠାନକୋଟ ଆସନରୁ ବିଭୁତି ଶର୍ମା, ଗୁରୁଦାସପୁରରୁ ରାମ ବହେଲ, ଦିନା ନଗର(ଏସସି)ରୁ ଶମଶେର ସିଂଙ୍କୁ ପ୍ରାର୍ଥୀ କରାଯାଇଛି । ଆଗମୀ ନିର୍ବାଚନରେ କଂଗ୍ରେସ ନୁହେଁ ବରଂ ଭାରତୀୟ ଜନତା ପାର୍ଟିକୁ ଟକ୍କର ଦେବାକୁ ଏଏପି ପ୍ରସ୍ତୁତ ହେଉଛି ବୋଲି କୁହାଯାଉଛି । ତେବେ ନିର୍ବାଚନ ଜିତିଲେ ପଞ୍ଜାବବାସୀଙ୍କ ପାଇଁ ବିଜୁଳୀ ବିଲ୍ ଛାଡ କରିବାକୁ ଏଏପିର ମୁଖ୍ୟ ଅରବିନ୍ଦ କେଜରିୱାଲ ପୂର୍ବରୁ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri