Posted inଜାତୀୟ

ନିର୍ବାଚନ ପୂର୍ବରୁ କୃଷକଙ୍କୁ ବଡ଼ ଉପହାର

ନୂଆଦିଲ୍ଲୀ,୨୪।୧୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସରକାର କୃଷକଙ୍କ ଏକ ବଡ଼ ଉପହାର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଶୁକ୍ରବାର ଚାଷୀଙ୍କ ପାଇଁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣ ଛାଡ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ କୃଷକମାନଙ୍କ ରୁଷ ଛାଡ କରିବା ସହ ଭୂମିହୀନ ଶ୍ରମିକଙ୍କ ରୁଣ ମଧ୍ୟ ଛାଡ କରାଯିବ। ରୁଣଗ୍ରସ୍ତ ଚାଷୀଙ୍କ ଖାତାରେ ସରକାର ୨ କୋଟି ଟଙ୍କା ଜମା କରିବେ। ଏହି କାର୍ଯ୍ୟ ଆଗାମୀ ୧୦ରୁ ୧୫ ଦିନ ମଧ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଆହରୁ ମଧ୍ୟ କହିଛନ୍ତି, ରାଜ୍ୟରେ ଭଗବତ ଗୀତା ଏବଂ ରାମାୟଣ ଅଧ୍ୟୟନ କେନ୍ଦ୍ର ସ୍ଥାପନ କରାଯିବ। ଏହି ଅଧ୍ୟୟନ କେନ୍ଦ୍ର ପଟିୟାଲାରେ ହେବ। ଆଜିକାଲି ପଞ୍ଜାବ ସଙ୍ଗୀତ ଏବଂ ଫିଲ୍ମକୁ ଆଗକୁ ନେବା ପାଇଁ ଏକ ଫିଲ୍ମ ଏବଂ ଟେଲିଭିଜନ କାଉସିଂଲ ନିର୍ମାଣ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ...

ମାନିଲା ପ୍ରଶାସନ, ରାହୁଲ-ପ୍ରିୟଙ୍କାଙ୍କୁ ଲକ୍ଷ୍ମୀପୁର ଯିବାକୁ ଅନୁମତି…

ଲକ୍ଷ୍ନୌ,୬।୧୦: ଶେଷରେ ଉତ୍ତରପ୍ରଦେଶ ପ୍ରଶାସନ ମାନିଛି। ଲକ୍ଷ୍ମୀପୁର ଖିରି ହିଂସାଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ...

ଚିଦାମ୍ବରମଙ୍କ ଗିରଫଦାରିକୁ କଂଗ୍ରେସର ବିରୋଧ:ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌):ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଗିରଫଦାରି ବେଆଇନ। କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କୁ ଗିରଫ କରାଇଛନ୍ତି। ଏହା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା...

ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ ସଚିବଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ...

୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଭାଜପା ସହ ମେଣ୍ଟ ପରେ ବି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲା ଶିବସେନା

ମୁମ୍ବାଇ,୨୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ବି ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଛି ଟଣା ଓଟରା। ଶିବସେନା ଏହି ପଦ ପାଇଁ ଅଡି ବସିଥିବା...

କମଳନାଥ ସରକାରଙ୍କୁ ଅପରେଶନ୍‌ ଲୋଟସ୍‌ ଭୟ: ୯ କଂଗ୍ରେସ ବିଧାୟକଙ୍କୁ ଭାଜପା ବନ୍ଧକ ରଖିଥିବା ଅଭିଯୋଗ

ଭୋପାଳ,୪।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥ ସରକାର ସଙ୍କଟରେ ପଡ଼ିଛନ୍ତି। ଭାଜପା କଂଗ୍ରେସର ୯ ଜଣ ବିଧାୟକଙ୍କୁ ବନ୍ଧକ ରଖିଥିବା ଅଭିଯୋଗ ହୋଇଛି। ରାଜ୍ୟରେ ଭାଜପା ପକ୍ଷରୁ...

ଭାବପ୍ରବଣ ଆଘାତ-ଖରାପ ଶବ୍ଦ କହିବା ମଧ୍ୟ ଘରୋଇ ହିଂସା: ସ୍ତ୍ରୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଭରଣ ପୋଷଣ ଦେବାକୁ ସମଲିଙ୍ଗୀ ପୁରୁଷଙ୍କୁ ନିର୍ଦ୍ଦେଶ…

ମୁମ୍ବାଇ,୨୯।୧୨ : ମୁମ୍ବାଇର ସେସନ କୋଟ ର୍‌ ଜଣେ ସମଲିଙ୍ଗୀ ପୁରୁଷଙ୍କୁ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଭରଣ ପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ ଅନ୍ୟ...

Advertisement
Archives

Model This Week