Posted inଜାତୀୟ

ଭଗବନ୍ତ ମାନଙ୍କୁ ପଞ୍ଜାବ, ଦିଲ୍ଲୀରେ ‘ଜେଡ୍‌ ପ୍ଲସ୍‌’ ସୁରକ୍ଷାର ଆବଶ୍ୟକତା ନାହିଁ

ଚଣ୍ଡିଗଡ,୧।୬: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ ପଞ୍ଜାବ ଏବଂ ଦିଲ୍ଲୀରେ କେନ୍ଦ୍ରର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷାର ଆବଶ୍ୟକତା ନାହିଁ। ପଞ୍ଜାବ ଏବଂ ଦିଲ୍ଲୀରେ ଭଗବନ୍ତ ମାନଙ୍କର ସୁରକ୍ଷା ପାଇଁ ପଞ୍ଜାବ ପୋଲିସ ଏବଂ ମୁଖ୍ୟମନ୍ତ୍ରୀ ସୁରକ୍ଷାର ସ୍ବତନ୍ତ୍ର ଟିମ ଯଥେଷ୍ଟ। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦଳ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଏହି ସୂଚନା ଦେଇଛନ୍ତି।

ଦେଶ ତଥା ବିଦେଶରୁ ବିପଦ ଆଶଙ୍କାକୁ ଦୃଷ୍ଟିରେ ରଖି ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ କେନ୍ଦ୍ର ସରକାର ଜେଡ୍‌ ପ୍ଲସ୍‌ ସୁରକ୍ଷା ପ୍ରଦାନ କରିଥିଲେ। କୁହାଯାଇଥିଲା ଯେ ଭଗବନ୍ତ ମାନଙ୍କୁ ସମଗ୍ର ଭାରତରେ ଶୀର୍ଷ ଶ୍ରେଣୀର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ଦିଆଯିବ ଏବଂ ଗୃହ ମନ୍ତ୍ରଣାଳୟ ଏହାକୁ ଅନୁମୋଦନ କରିଛି। ସିଆରପିଏଫ ଖୁବ୍‌ଶୀଘ୍ର ମାନଙ୍କର ସୁରକ୍ଷା ଦାୟିତ୍ୱ ଗ୍ରହଣ କରିବ ଏବଂ ଏଥିପାଇଁ ୫୫ ସଶସ୍ତ୍ର କର୍ମଚାରୀଙ୍କ ଏକ ଟିମ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri