Posted inଜାତୀୟ

ଭଗବନ୍ତ ମାନଙ୍କୁ ‘ଜେଡ୍‌ ପ୍ଲସ’ ସୁରକ୍ଷା

ଚଣ୍ଡିଗଡ,୨୫।୫: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ସୁରକ୍ଷାକୁ କଡାକଡି କରାଯାଇଛି। ସୂଚନାନୁସାରେ, ଗୁରୁବାର ମୁଖ୍ୟମନ୍ତ୍ରୀ ମାନଙ୍କୁ ପୂରା ଭାରତରେ ସିଆରପିଏଫ୍‌ର ‘ଜେଡ୍‌ ପ୍ଲସ’ ସୁରକ୍ଷା ଯୋଗାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମାନଙ୍କ ପାଖରେ ପୂର୍ବରୁ ପଞ୍ଜାବ ପୋଲିସର ସୁରକ୍ଷା କଭର ଥିଲା। ଏଭଳି ପରିସ୍ଥିତିରେ ସିଆରପିଏଫ୍‌ର ‘ଜେଡ୍‌ ପ୍ଲସ’ ସୁରକ୍ଷା ମିଳିବା ଦ୍ୱାରା ମାନଙ୍କ ସୁରକ୍ଷା ସ୍ତର ଦ୍ୱିଗୁଣିତ ହୋଇଯାଇଛି। ‘ଜେଡ୍‌ ପ୍ଲସ’ ସୁରକ୍ଷା ପାଇବା ପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ମାନଙ୍କ ସୁରକ୍ଷା ଅଧୀନରେ ୫୫ଟି କମାଣ୍ଡୋ ନିୟୋଜିତ ହେବେ। ଏଥିରେ ୧୦ରୁ ଅଧିକ ଏନ୍‌ଏସ୍‌ଜି କମାଣ୍ଡୋ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri