Posted inଜାତୀୟ

ଭଗତ ସିଂହଙ୍କ ପୈତୃକ ଗାଁରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ନେବେ ଶପଥ

ଚଣ୍ଡିଗଡ,୧୦।୩: ପଞ୍ଜାବରେ ବିଧାନସଭା ନିର୍ବାଚନରେ ପରାଜୟ ସ୍ବୀକାର କରିନେଇଛି କଂଗ୍ରେସ। ତେବେ କଂଗ୍ରେସର ଗଡ ଭାଙ୍ଗିଯାଇଥିବା ବେଳେ ଆଦମୀ ପାର୍ଟି ପଞ୍ଜାବରେ ନୂଆ ସରକାର ଗଠନ କରିବାକୁ ଯାଉଛି। ଭଗଓ୍ବନ୍ତ ମାନ ହେବାକୁ ଯାଉଛନ୍ତି ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ।
ତେବେ ଭଗଓ୍ବନ୍ତ ମାନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ ରାଜଭବନରେ ହେବ ନାହିଁ । ମହାନ ସ୍ବାଧୀନତା ସଂଗ୍ରାମୀ ଭଗତ ସିଂହଙ୍କ ପୈତୃକ ଗାଁ ଖଟ୍‌କର କଲାନ୍‌ରେ ହେବ ବୋଲି କହିଛନ୍ତି ମାନ । ଚର୍ଚ୍ଚାରେ ଥିବା ଭଗଓ୍ବନ୍ତ ପଞ୍ଜାବବାସୀଙ୍କର ସର୍ବାଧିକ ପସନ୍ଦର ନେତା ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରୟ ଏବଂ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri