Advertisement
Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ମାନଙ୍କ ନିବେଦନ: ଶହୀଦ ଭଗତ ସିଂଙ୍କୁ ଦିଆଯାଉ ଭାରତ ରତ୍ନ

ଚଣ୍ଡିଗଡ,୧୬।୧୧: ଶହୀଦ ଭଗତ ସିଂ ଏବଂ କରତାର ସିଂ ସରଭାଙ୍କୁ ଭାରତ ରତ୍ନ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାଗବନ୍ତ ମାନ ବୁଧବାର କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଲୁଧିଆନା ଠାରୁ ପ୍ରାୟ ୩୦ କିଲୋମିଟର ଦୂରରେ ଥିବା ସରଭା ଗ୍ରାମରେ କରତାର ସିଂ ସରଭାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମାନ କେନ୍ଦ୍ର ସରକାରଙ୍କୁ ଏହି ଦାବି କରିଛନ୍ତି।
ମାନ କହିଛନ୍ତି ଯେ ଭରତ ରତ୍ନଙ୍କ ସହ ଶହୀଦ ଭଗତ ସିଂ, କରତାର ସିଂ ସରଭା, ରାଜଗୁରୁ, ସୁଖଦେବ, ଲାଲା ଲଜପତ ରାୟ ଏବଂ ଅନ୍ୟ ସ୍ବାଧୀନତା ସଂଗ୍ରାମୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ଏହି ସମ୍ମାନର ପ୍ରତିଷ୍ଠା ବୃଦ୍ଧି କରିବ। ଏହାସହ କରତାର ସିଂଙ୍କୁ ‘ରାଷ୍ଟ୍ରୀୟ ଶହୀଦ’ ମାନ୍ୟତା ଦେବାକୁ ସେ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ପଞ୍ଜାବ ସରକାର କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମଦ ଦୋକାନ: ଲାଗିଲା ଗ୍ରାହକଙ୍କ ଲମ୍ବା ଲାଇନ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୩.୦। ପୂର୍ବରୁ ଯେଉଁ ୪୦ ଦିନିଆ ଲାକ୍‌ଡାଉନ ଘୋଷଣା କରାଯାଇଥିଲା ସେତେବେଳେ ମଦ...

କଂଗ୍ରେସକୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୪।୯ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଗୁଜରାଟ ଗସ୍ତ ପୂର୍ବରୁ ଦଳକୁ ବଡ଼ ଝଟ୍‌କା ଲାଗିଛି। ବିଶ୍ୱନାଥସିଂ ବାଘେଲା ରାଜ୍ୟ ଯୁବକଂଗ୍ରେସ ଅଧ୍ୟକ୍ଷ ପଦରୁ ରବିବାର...

ଟୁଇଟରର ସର୍ଚ୍ଚ ସବସ୍କ୍ରାଇବ୍‌ ଫିଚର ଟେଷ୍ଟିଂ, ସର୍ଚ୍ଚ ଟର୍ମ ପାଇଁ ଆସିବ ନୋଟିଫିକେଶନ…

ନୂଆଦିଲ୍ଲୀ, ୪।୬ : ଟୁଇଟର ଏହାର ଉପଭୋକ୍ତାମାନଙ୍କ ପାଇଁ ସର୍ଚ୍ଚ ସବସ୍କ୍ରାଇବ ନାମକ ଏକ ନୂତନ ଫିଚର ଉପରେ କାମ କରୁଛି । ଏହି ବୈଶିଷ୍ଟ୍ୟ...

ଲିଭ୍‌ ଇନ୍‌ରେ ସରକାରୀ ଚାକିରିଆ: ରାଜ୍ୟ ସରକାରଙ୍କ ସେବା ସର୍ତ୍ତ ଲାଗି ଜବାବ ତଲବ କଲେ ହାଇକୋର୍ଟ

ପ୍ରୟାଗରାଜ୍‌,୨୮।୧୧: ଲିଭ୍‌ ଇନ୍‌ରେ ରହିଥିବା ଦୁଇ ସରକାରୀ ଚାକିରିଆଙ୍କୁ ସୁରକ୍ଷା ଯୋଗାଇ ଦେବା ମାମଲାରେ ଆହ୍ଲାବାଦ୍‌ ହାଇକୋର୍ଟ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସରକାରୀ...

କରୋନା ମୁକାବିଲା ଲାଗି ପ୍ରସ୍ତୁତ କି ଭାରତୀୟ ସ୍ବାସ୍ଥ୍ୟ ସେବା: ୧୦,୭୦୦ ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ସତର୍କତା ଜାରି ହୋଇଛି। ଏପରିସ୍ଥଳେ ଭାରତୀୟ ସ୍ବାସ୍ଥ୍ୟ ସେବା ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଜାତୀୟ ସ୍ବାସ୍ଥ୍ୟ ପ୍ରୋଫାଇଲ୍‌...

ମଇଦାନରେ ଷ୍ଟାର୍‌ ଓ୍ବାର୍‌

ନୂଆଦିଲ୍ଲୀ, ୧୮ା୩: ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଦଳଡ଼ିଆଁ ପର୍ବ ପରେ ଜୋର୍‌ଦାର ହୋଇଛି ଆକ୍ଷେପ ପ୍ରତିଆକ୍ଷେପର...

ଜିଲାପାଳଙ୍କୁ ଦାଦାଗିରି ପଡିଲା ମହଙ୍ଗା

ଅଗରତାଲା,୩।୫: କୋଭିଡ ନିୟମକୁ ପାଳନ କରିବା ଆଳରେ ପଶ୍ଚିମ ତ୍ରିପୁରା ଜିଲାପାଳ ଦାଦାଗିରି କରିବା ତାଙ୍କୁ ମହଙ୍ଗା ପଡିଛି। ଜିଲାପାଳ ଶୈଳେଶ କୁମାର ଯାଦବ ବିବାହ...

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ...

Advertisement
Archives

Model This Week