Posted inଜାତୀୟ

ଶହୀଦ ଦିବସରେ ମିଳିବ ସରକାରୀ ଛୁଟି

ଚଣ୍ଡିଗଡ,୨୨।୩: ପଞ୍ଜାବରେ ଏଣିକି ମାର୍ଚ୍ଚ ୨୩ ଅର୍ଥାତ୍‌ ଶହୀଦ ଦିବସ ଅବସରରେ ସରକାରୀ ଛୁଟି ମିଳିବ। ପଞ୍ଜାବ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଏହି ଘୋଷଣା କରିଛନ୍ତି। ଶହୀଦ ଦିବସରେ ପଞ୍ଜାବର ଲୋକ, ବୟସ୍କ ଓ ପିଲାମାନେ ଭଗତ ସିଂଙ୍କ ଗାଁ ଖଟକର କଲାନ ପରିଦର୍ଶନ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିପାରିବେ। ଏହା ସହିତ ପଞ୍ଜାବ ବିଧାନସଭାରେ ଭଗତ ସିଂ ଏବଂ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଏକ ପ୍ରସ୍ତାବ ପାରିତ ହୋଇଛି। ପଞ୍ଜାବ ବିଧାନସଭାରେ ମହାରାଜା ରଣଜିତ ସିଂଙ୍କ ପ୍ରତିମୂର୍ତ୍ତି ମଧ୍ୟ ସ୍ଥାପନ କରାଯିବ। ୨୩ ମାର୍ଚ୍ଚ ୧୯୩୧ରେ, ବ୍ରିଟିଶ ସରକାର ଭଗତ ସିଂ, ସୁଖଦେବ ଏବଂ ରାଜଗୁରୁଙ୍କୁ ଫାଶୀ ଦେଇଥିଲେ। ଏହା ପରେ ଏହି ଦିନ ଶହୀଦ ଦିବସ ଭାବରେ ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କୁ ଭାଙ୍ଗି ଲୋକତନ୍ତ୍ର ଉପରେ ଆକ୍ରମଣ କରୁଛି ଭାଜପା, କହିଲେ ପଓ୍ବାର…

ମୁମ୍ବାଇ, ୧୨।୭ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପୱାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବହୁ ରାଜ୍ୟ ସରକାରଙ୍କୁ ଅସ୍ଥିର...

ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ...

ଏଏମ୍‌ୟୁର ପୂର୍ବତନ ଭିସି ହେଲେ ଉପାଧ୍ୟକ୍ଷ

ନୂଆଦିଲ୍ଲୀ,୩୦ା୭: ୨୦୨୪ ଲୋକ ସଭା ନିର୍ବାଚନକୁ ନଜରରେ ରଖି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଦଳର କେନ୍ଦ୍ରୀୟ ଟିମ୍‌ରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଉତ୍ତରପ୍ରଦେଶର...

ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ- ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ, ୩୧।୫: ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଯବାନ ଶହୀଦ

ରାଜୌରି,୧୧।୬: ଜମ୍ମୁ-କଶ୍ମୀରର ରାଜୌରି ସେକ୍ଟଟରରେ ପାକିସ୍ତାନ ପଟରୁ ଅସ୍ତ୍ର ବିରତି ଉଲ୍ଲଂଘନ ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ପାକିସ୍ତାନ ପଟରୁ...

ରାଜସ୍ଥାନ ଅର୍ଥନୀତି ୩୫.୭୧ ଲକ୍ଷ କୋଟିରେ ପହଞ୍ଚାଇବା ଲକ୍ଷ୍ୟ

ଜୟପୁର,୨୩ା୮: ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନେତୃତ୍ୱରେ ରାଜସ୍ଥାନ ସରକାର କ୍ରମାଗତ ଭାବେ ବିକାଶର ନୂଆ ଦିଗ ଉନ୍ମୋଚନ କରୁଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ଜନକଲ୍ୟାଣମୂଳକ...

ବଜେଟ ପୂର୍ବରୁ ‘ହଲାଓ୍ବା ସେରିମନୀ’ ଆୟୋଜିତ କଲା ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୬।୧: କେନ୍ଦ୍ର ବଜେଟ ପ୍ରସ୍ତୁତି ପ୍ରକ୍ରିୟାର ଅନ୍ତିମ ପର୍ଯ୍ୟାୟ ପୂର୍ବରୁ ପାରମ୍ପାରିକ ‘ହଲୱା ସେରିମନୀ’ ଆୟୋଜିତ ହୋଇଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଉପସ୍ଥିତିରେ ଏହି...

ବିଧାୟକଙ୍କ ଠାରୁ ଟଙ୍କା ଜବତ, ଇଡି ଚୁପ୍‌ କାହିଁକି …

କୋଲକାତା,୧।୮ : କଂଗ୍ରେସ ବିଧାୟକଙ୍କ ନିକଟରୁ ଜବତ ହୋଇଥିବା ନଗଦ ଟଙ୍କା ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ର ନୀରବତା ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା...

Advertisement
Archives

Model This Week