Posted inଜାତୀୟ

ଇସାରାରେ ଚାଲୁଥିବା ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଛନ୍ତି ହାଇକମାଣ୍ଡ: ସିଦ୍ଧୁ

ଅମୃତସର,୪।୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଫେବୃଆରୀ ୬ରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିବ। ଏଥିପାଇଁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ଚନ୍ନି ଏବଂ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଦ୍ଧୁ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି। ତେବେ ଏହା ପୂର୍ବରୁ ସିଦ୍ଧୁ ହାଇକମାଣ୍ଡଙ୍କୁ ଟାର୍ଗେଟ କରିଛନ୍ତି। ଅମୃତସରରେ ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରି ସିଦ୍ଧୁ କହିଛନ୍ତି,ଏକ ନୂତନ ପଞ୍ଜାବ ସୃଷ୍ଟି କରିବା ମୁଖ୍ୟମନ୍ତ୍ରୀଙ୍କ ହାତରେ। ଏଥର ଆପଣଙ୍କୁ ମୁଖ୍ୟମନ୍ତ୍ରୀ ବାଛିବାକୁ ପଡିବ। ଶୀର୍ଷରେ ଥିବା ଲୋକମାନେ ଏକ ଦୁର୍ବଳ ମୁଖ୍ୟମନ୍ତ୍ରୀ ଚାହାଁନ୍ତି ଯିଏ ତାଙ୍କ କଥାର ନାଚିବ। ଆପଣ ଏପରି ମୁଖମନ୍ତ୍ରୀ ଚାହୁଁଛନ୍ତି କି?
ଏହାପୂର୍ବରୁ କଂଗ୍ରେସର ପୂର୍ବତନ ସଭାପତି ତଥା ପଚାର ସମିତିର ଅଧ୍ୟକ୍ଷ ସୁନୀଲ ଜାଖଡ ଚରଣଜିତ ସିଂ ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। କଂଗ୍ରେସର ମୁଖ୍ୟମନ୍ତ୍ରୀ ଚେହେରା ପାଇଁ ଦଡ଼ରେ କେବଳ ଦୁଇ ନେତାଙ୍କୁ ଦଳ ହାଇକମାଣ୍ଡ ପ୍ରାଥମିକତା ଦେଇଛନ୍ତି। ହାଇକମାଣ୍ଡ ଏହି ପ୍ରସଙ୍ଗରେ ରାଜ୍ୟର ସମସ୍ତ ଭେଟେରାନ କଂଗ୍ରେସ କର୍ମୀଙ୍କୁ ପୃଥକ ଭାବରେ ପଚାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri