Posted inଜାତୀୟ

ସିଦ୍ଧୁଙ୍କ ଜିଦ୍‌ରେ ମୁଣ୍ଡ ନୁଆଁଇଲା କଂଗ୍ରେସ

ନୂଆଦିଲ୍ଲୀ, ୩୦।୬: ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସହ ବରିଷ୍ଠ କଂଗ୍ରେସ ନେତା ନବଜୋତ୍‌ ସିଂ ସିଦ୍ଧୁଙ୍କର ବିବାଦ ଲାଗି ରହିଥିଲା ବେଳେ ବୁଧବାର ସେ ନୂଆଦିଲ୍ଲୀରେ ଦଳର ନେତା ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ତାଙ୍କୁ ଖୁବ୍‌ଶୀଘ୍ର ଦଳରେ ବଡ଼ ଦାୟିତ୍ୱ ଦିଆଯାଇପାରେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ପ୍ରିୟଙ୍କାଙ୍କ ପ୍ରସ୍ତାବରେ ସିଦ୍ଧୁ ରାଜି ହୋଇଛନ୍ତି। ସିଦ୍ଧୁଙ୍କ ନୂଆ ଦାୟିତ୍ୱ ସମ୍ପର୍କରେ କଂଗ୍ରେସ ହାଇକମାଣ୍ଡ ୪୮ ଘଣ୍ଟା ମଧ୍ୟରେ ଘୋଷଣା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟ ଦେଇ ଗତି କରୁଛି କେରଳ: କରଜରେ ବୁଡିଛି ରାଜ୍ୟ

ଥିରୁଭାନନ୍ତପୁରମ,୧୯।୮: ସାକ୍ଷରତା ହାରରେ କେରଳ ଦେଶର ପ୍ରଥମ ସ୍ଥାନ ଅଧିକାର କରିଛି। ସେହିପରି ଏଠାରେ ଅଧିକ ସ୍ବଚ୍ଛଳ ଲୋକ ମଧ୍ୟ ବାସ କରୁଛନ୍ତି। କିନ୍ତୁ କେରଳର...

ଭାରତ-ବ୍ରାଜିଲ ମଧ୍ୟରେ ୧୫ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୨୬ା୧(ପି.ଟି.): ଭାରତ ଓ ବ୍ରାଜିଲ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲାଗି ଶନିବାର ଦୁଇଦେଶ ମଧ୍ୟରେ ୧୫ଟି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ନୂଆଦିଲ୍ଲୀ ଗସ୍ତରେ ଆସିଥିବା...

ମୋଦିଙ୍କୁ ଭେଟିଲେ ମାନ: ମାଗିଲେ ୫୦ ହଜାର କୋଟି ଟଙ୍କା ସହାୟତା

ନୂଆଦିଲ୍ଲୀ,୨୪।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଗୁରୁବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଏହା ଉଭୟଙ୍କ ପ୍ରଥମ...

ଶୁଦ୍ଧିକ୍ରିୟାର ୧୨ ବର୍ଷ ପରେ ଘରକୁ ଫେରିଲେ

ଜିର୍‌ନିଆ : ଜୀବିତ ବ୍ୟକ୍ତିର ଅନ୍ତିମ ସଂସ୍କାରର ସବୁ ବିଧି ସମ୍ପନ୍ନ କରାଯିବା ପରେ ୧୨ ବର୍ଷ ପରେ ବ୍ୟକ୍ତି ପୁଣି ଘରକୁ ଫେରିବା ଘଟଣାରେ...

ଡରାଉଛି ‘ବିପର୍ଯ୍ୟୟ’, ମୁମ୍ବାଇରୁ କେରଳ ପର୍ଯ୍ୟନ୍ତ ସମୁଦ୍ରରେ ଉଠୁଛି ଉଚ୍ଚ ଲହଡି

ମୁମ୍ବାଇ,୧୨।୬: ସାଇକ୍ଲୋନିକ ଷ୍ଟର୍ମ ‘ବିପର୍ଯ୍ୟୟ’ ଦେଶର ପଶ୍ଚିମ ଉପକୂଳରେ ଏହାର ଭୟଙ୍କର ରୂପ ଦେଖାଇବା ଆରମ୍ଭ କରିଛି। ମୁମ୍ବାଇରୁ କେରଳ ପର୍ଯ୍ୟନ୍ତ ଉପକୂଳରେ ପ୍ରବଳ ପବନ...

ଢିଲା ସୁରକ୍ଷା ବ୍ୟବସ୍ଥା ଉପରେ ଆଜି ଶୁଣାଣି

ନୂଆଦିଲ୍ଲୀ,୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ...

ଦିଗ୍‌ବିଜୟଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ...

କଂଗ୍ରେସରେ ଯୋଗଦାନକୁ କେସିଆର୍‌ ଝିଅଙ୍କ ଖଣ୍ଡନ

ହାଇଦ୍ରାବାଦ,୧୯।୧୧: କଂଗ୍ରେସରେ ଯୋଗଦାନ ଖବରକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ଟିଆର୍‌ଏସ୍‌ ବିଧାନ ପରିଷଦ ସଦସ୍ୟା କେ. କବିତା ଖଣ୍ଡନ କରିଛନ୍ତି।...

Advertisement
Archives

Model This Week