Posted inଜାତୀୟ

ସିଦ୍ଧୁଙ୍କ ଜିଦ୍‌ରେ ମୁଣ୍ଡ ନୁଆଁଇଲା କଂଗ୍ରେସ

ନୂଆଦିଲ୍ଲୀ, ୩୦।୬: ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସହ ବରିଷ୍ଠ କଂଗ୍ରେସ ନେତା ନବଜୋତ୍‌ ସିଂ ସିଦ୍ଧୁଙ୍କର ବିବାଦ ଲାଗି ରହିଥିଲା ବେଳେ ବୁଧବାର ସେ ନୂଆଦିଲ୍ଲୀରେ ଦଳର ନେତା ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ତାଙ୍କୁ ଖୁବ୍‌ଶୀଘ୍ର ଦଳରେ ବଡ଼ ଦାୟିତ୍ୱ ଦିଆଯାଇପାରେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ପ୍ରିୟଙ୍କାଙ୍କ ପ୍ରସ୍ତାବରେ ସିଦ୍ଧୁ ରାଜି ହୋଇଛନ୍ତି। ସିଦ୍ଧୁଙ୍କ ନୂଆ ଦାୟିତ୍ୱ ସମ୍ପର୍କରେ କଂଗ୍ରେସ ହାଇକମାଣ୍ଡ ୪୮ ଘଣ୍ଟା ମଧ୍ୟରେ ଘୋଷଣା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ବୋଲି ଜଣାପଡିଛି॥ ରାଷ୍ଟ୍ରପତିଙ୍କ...

ଆଣ୍ଠୁଗଣ୍ଠି ସମସ୍ୟା ଦୂର ପାଇଁ କରନ୍ତୁ ଏହି ଯୋଗାସନ

ଯୋଗ ଶିକ୍ଷାରେ ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ପାଇଁ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି...

ପାନୀୟ ଜଳ ନଷ୍ଟ କଲେ ଦେବାକୁ ପଡିବ ୨ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୯।୭: ବିଶ୍ୱର ଅଧିକାଂଶ ସ୍ଥାନରେ ଏବେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଅନୁରୂପ ଅବସ୍ଥା। ତେଣୁ ଏଠାରେ ଲୋକମାନଙ୍କୁ ବାରମ୍ବାର ପାନୀୟ...

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ...

ପୋଲିସ ଚାକିରିକୁ ବାଏବାଏ କହିଲେ ‘ସିଂଘମ୍‌’: ଏବେ କରିବେ ଜନସେବା

ବେଙ୍ଗାଲୁରୁ, ୨୯।୫: କର୍ନାଟକର ‘ସିଂଘମ୍‌’ ନାମରେ ପ୍ରସିଦ୍ଧ ପୋଲିସ ଡିସିପି କେ.ଅନାମଲାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏବେ ସେ ଲୋକଙ୍କ ସେବା କରିବାକୁ ଚାହୁଁଛନ୍ତି...

ନିର୍ଭୟା ମାମଲାର ଦୋଷୀ ବିନୟଙ୍କୁ ଲାଗିଲା ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨।୨: ଦିର୍ଘ ୭ ବର୍ଷ ଅର୍ଥାତ୍‌ ୨୦୧୨ ମସିହାର ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ବିନୟ...

ତୈଳ ରାଜନୀତି, ଭାଜପା ଶାସିତ ରାଜ୍ୟରେ କମିଲା ପେଟ୍ରୋଲ-ଡିଜେଲ ଦାମ…

ନୂଆଦିଲ୍ଲୀ,୪।୧୧: ଦେଶରେ ଏବେ ଆରମ୍ଭ ହୋଇଛି ତୈଳ ରାଜନୀତି। ଦେଶର ଭାଜପା ଶାସିତ ୧୦ ରାଜ୍ୟରେ ପେଟ୍ରୋଲ-ଡିଜେଲ ଦାମ୍‌ କମିଛି। ଆସାମ, ତ୍ରିପୁରା, ମଣିପୁର, କର୍ନାଟକ,...

ବାଜପେୟୀ ସରକାରଙ୍କ ସମୟରେ ମଧ୍ୟ ହୋଇଥିଲା ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ୍‌ ଯୋଜନା

ନୂଆଦିଲ୍ଲୀ,୧।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ମଧ୍ୟ ପାକିସ୍ତାନ ପରେ ଏୟାର ଷ୍ଟ୍ରାଇକ୍‌ କରାଯିବାର ନିଷ୍ପତ୍ତି ହୋଇଥିଲା। ତେବେ ଶେଷ ମୁହୂର୍ତ୍ତରେ...

Advertisement
Archives

Model This Week