Posted inଜାତୀୟ

ଚନ୍ନୀ କ୍ୟାବିନେଟର ଶପଥ ଗ୍ରହଣ ପୂର୍ବରୁ ପୁଣି ବିବାଦ

ଚଣ୍ଡିଗଡ଼,୨୬ ।୯: ରାଣା ଗୁରଜିତ ସିଂଙ୍କୁ ମନ୍ତ୍ରୀ ପଦ ମିଳିବା ଖବର ଜଣାପଡିବା ପରେ ଆମ ଆଦମୀ ପାର୍ଟିରୁ ଆସି କଂଗ୍ରେସରେ ଯୋଗ ଦେଇଥିବା ସୁଖପାଲ ସିଂ ଖୌହରା ଓ ଅନ୍ୟ ୫ଜଣ ବିଧାୟକ ତାଙ୍କ ବିରୋଧରେ ସ୍ୱର ଉଠାଇଛନ୍ତି । ଦଳର ୬ ବିଧାୟକ ଶପଥ ଗ୍ରହଣର କିଛି ଘଣ୍ଟା ପୂର୍ବରୁ ନବଜୋତ ସିଂ ସିଦ୍ଧୁଙ୍କ ନିକଟକୁ ପତ୍ର ଲେଖିଛନ୍ତି । ପତ୍ରରେ ବିଧାୟକ ରାଣା ଗୁରଜିତ ସିଂଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ ନ କରିବାକୁ ବିରୋଧ କରିଛନ୍ତି । ଏହି ବିଧାୟକମାନେ ଗୁରଜିତ ସିଂଙ୍କ ସ୍ଥାନରେ ଏସ୍‌ସି ଚେହରଙ୍କୁ କ୍ୟାବିନେଟରେ ସାମିଲ କରିବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri