Posted inଜାତୀୟ

କ୍ୟାପଟେନ ଅମରିନ୍ଦର ସିଂଙ୍କ ପତ୍ନୀ ପରିଣିତ କୌରଙ୍କୁ କଂଗ୍ରେସ ପାର୍ଟିରୁ ନିଲମ୍ବିତ

ଚଣ୍ଡିଗଡ଼,୩ ।୨: ପଞ୍ଜାବ କଂଗ୍ରେସର ପଟିଆଲାରୁ ଏମପି ଥିବା ପରିଣିତ କୌରଙ୍କୁ ଶୁକ୍ରବାର ଦଳରୁ ନିଲମ୍ବିତ କରଯାଇଛି । ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ପତ୍ନୀ ପରିଣିତ କୌରଙ୍କ ଉପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ସହଯୋଗ କରୁଥିବାର ଅଭିଯୋଗ ଆସିଛି । କଂଗ୍ରେସର ଅନୁଶାସନ ସମିତି କାରଣ ଦର୍ଶାଅ ନୋଟିସ ଜାରି କରି କହିଛି କି ୩ ଦିନ ମଧ୍ୟରେ କୌର ଜବାବ ଦିଅନ୍ତୁ ଯେ ତାଙ୍କୁ ଦଳରୁ କହିଁକି ନିଲମ୍ବିତ କରାଯିବ ନାହିଁ ।

କଂଗ୍ରେସ ପକ୍ଷରୁ ଜାରି କରାଯାଇଥିବା ବୟାନରେ କୁହାଯାଇଛି କି ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଅମରିନ୍ଦର ସିଂ ରାଜା ୱାରିଂଗଙ୍କ ପକ୍ଷରୁ ଅଭିଯୋଗ ମିଳିଥିଲା କି ପଟିଆଲା ଏମପି ପରିଣିତ କୌର ପାର୍ଟି ବିରୋଧି ଗତିବିଧିରେ ସାମିଲ ଅଛନ୍ତି ଓ ଭାଜପାକୁ ସାହାଯ୍ୟ କରୁଛନ୍ତି । ପଞ୍ଜାବ କଂଗ୍ରେସର କେତେଜଣ ଅନ୍ୟ ନେତା ମଧ୍ୟ ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗକୁ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସର ଅନୁଶାସନାତ୍ମକ ସମିତିକୁ ପଠାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri