Posted inଜାତୀୟ

୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୩୦।୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଚଳିତ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଚନ୍ନି ଚମକୌର ସାହିବ ବିଧାନସଭା ଆସନ ବ୍ୟତୀତ ଭଦୌଡ ଆସନରୁ ମଧ୍ୟ ଲଢିବେ ବୋଲି ଜଣାପଡିଛି। କଂଗ୍ରେସ ରବିବାର ୮ ଜଣ ପ୍ରାର୍ଥୀଙ୍କ ତୃତୀୟ ତଥା ଅନ୍ତିମ ତାଲିକା ପ୍ରକାଶ କରିଛି। ଏଥିରେ ଭଦୌଡ (ସଂରକ୍ଷିତ) ଆସନରୁ ଚନ୍ନି ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରାଯାଇଛି। ସେପଟେ ପଟିଆଲା ବିଧାନସଭା ଆସନ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ବିପକ୍ଷରେ କଂଗ୍ରେସ ବିଷ୍ଣୁ ଶର୍ମାଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ୧୯ ଜୁନ ପର୍ଯ୍ୟନ୍ତ ଇଣ୍ଟରନେଟ ବନ୍ଦ

ପାଟନା,୧୮ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ନେଇ ବେଳକୁ ବେଳ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି । ବିଶେଷ କରି ଏହି ଯୋଜନାକୁ ଯୁବବର୍ଗ...

ଦେଶରେ ୬୦ ହଜାର ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଏବେ ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ୧୦ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣ ହୋଇଥିବା ବେଳେ ଗତ ୨୪...

କୁଲଗାମ ଏକାଉଣ୍ଟର: ହିଜବୁଲର ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୧ ।୬: ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । ଏବେ ପର୍ଯ୍ୟନ୍ତ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ...

ଭିଆଇପିଙ୍କୁ ପୋଲିସ ସୁରକ୍ଷା: ପଶ୍ଚିମବଙ୍ଗ-ପଞ୍ଜାବ-ବିହାର ଶୀର୍ଷରେ

ନୂଆଦିଲ୍ଲୀ,୩୧।୧୨: ଦେଶରେ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ହୋଇଥିବା ପୋଲିସଙ୍କ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ...

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ...

ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…

ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍‌ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର...

ବିମାନ ଯାତ୍ରୀଙ୍କ ପାଇଁ ମାସ୍କ୍‌-ଚଷମା ପିନ୍ଧିବା ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୧।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌-୪ ଜାରି ରହିଛି। ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଲୋକଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ମେ...

ଭାରତରୁ କାନାଡା ଯାଉଥିବା ବିମାନ ଉପରେ ପ୍ରତିବନ୍ଧକ ୨୧ ଅଗଷ୍ଟ ପର୍ଯ୍ୟନ୍ତ ବଢିଲା

ନୂଆଦିଲ୍ଲୀ,୨୦ ।୭: କରୋନା ମହାମାରୀର ଦ୍ୱିତୀୟ ଲହର ଓ ଡେଲ୍ଟା ଭାରିଏଣ୍ଟ ବୃଦ୍ଧି ଘଟଣାକୁ ଦେଖି କାନାଡା ସରକାର ଭାରତରୁ ସିଧାସଳଖ କାନାଡା ଯିବାକୁ ଥିବା...

Advertisement
Archives

Model This Week