Posted inଜାତୀୟ

ପଞ୍ଜାବରେ ଟୁଇଷ୍ଟ: ଏଏପି ସହ ମେଣ୍ଟ କରିବେ ବଲବୀର!

ଚଣ୍ଡିଗଡ଼,୨୫ ।୧୨: ପଞ୍ଜାବର କୃଷକ ସଙ୍ଗଠନ ବଳବୀର ସିଂ ରାଜେୱାଲଙ୍କୁ ୟୁନାଇଟେଡ ଫ୍ରଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଦେଇଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କୃଷକ ସଙ୍ଗଠନ ଆମ ଆଦମୀ ପାର୍ଟି(ଏଏପି) ସହ ମଣ୍ଟ କରିବାକୁ ନେଇ କଥାବାର୍ତ୍ତା ଚାଲିଛି । କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଯେଉଁସବୁ କୃଷକ ସଙ୍ଗଠନ ଆନ୍ଦୋଳନ କରିଥିଲେ ଏହାକୁ ଲିଡ୍ କରୁଥିବା ପଞ୍ଜାବର ୩୨ କୃଷକ ସଙ୍ଗଠନର ଏକ ମହତ୍ୱପୂର୍ଣ୍ଣ ବୈଠକ ଚଣ୍ଡିଗଡ଼ର ସେକ୍ଟର ୩୬ରେ ଥିବା କନଭେନଶନ ସେଣ୍ଟରରେ ଜାରି ରହିଛି । ମିଳିଥିବା ବିଶେଷ ସୂତର ସୂଚନା ଅନୁଯାୟୀ, ୩୨ ସଙ୍ଗଠନ ମଧ୍ୟରୁ ୨୮ ସଙ୍ଗଠନ ଏଏପି ସହ ମେଣ୍ଟ କରିବା ସପକ୍ଷରେ ଅଛନ୍ତି । ଆଉ ବଲବୀରଙ୍କୁ କୃଷକଙ୍କ ପକ୍ଷରୁ ନେତା ଭାବେ ରଖିବାକୁ ଚାହୁଁଛନ୍ତି । ତେବେ ଏଏପି ସହ ଆସନ ବୁଝାମଣା ପରେ ମେଣ୍ଟ କରାଯାଉ ବୋଲି ଶୁଣିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri