Posted inଜାତୀୟ

ଚର୍ଚ୍ଚାରେ ଚନ୍ନିଙ୍କ ଟୁଇଟ୍‌

ଚଣ୍ଡିଗଡ଼,୩ ।୨: ପାଖେଇ ଆସିଲାଣି ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଏବେ ଏହାକୁ ନେଇ ସବୁ ରାଜନୈତିକ ଦଳ ଜୋରସୋରରେ ପ୍ରସ୍ତୁତ ହେଉଥିବା ବେଳେ କଂଗ୍ରେସ କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବ ତାହା ଘୋଷଣା କରିନାହିଁ । ଶୁଣିବାକୁ ମିଳିଛି କି ଫେବୃୟାରୀ ୬ ଅର୍ଥାତ୍ ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଘୋଷଣା କରିବେ । ଇତିମଧ୍ୟରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିବା ଚରଣଜିତ ସିଂ ଚନ୍ନି ଏକ ଟୁଇଟ୍ କରିଛନ୍ତି । ଯାହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ଚନ୍ନି ଏକ ଭିଡିଓ ଟୁଇଟ କରି କହିଛନ୍ତି, ଜନତା ମୁଖ୍ୟମନ୍ତ୍ରୀଙ୍କ ପାଇଁ ନୁହେଁ ବରଂ ମୁଖ୍ୟମନ୍ତ୍ରୀ ଜନତାଙ୍କ ପାଇଁ । ଭିଡିଓରେ ଚନ୍ନି କହୁଛନ୍ତି ନେତା ବା ମୁଖ୍ୟମନ୍ତ୍ରୀ ଏମିତି ହେବା ଦରକାର ଯାହାଙ୍କୁ ଜନତା ସବୁ ସମୟରେ ସାକ୍ଷାତ୍ କରିପାରୁଥିବେ । ଜନତା ମୁଖ୍ୟମନ୍ତ୍ରୀଙ୍କ ପାଇଁ ନୁହେଁ ବରଂ ମୁଖ୍ୟମନ୍ତ୍ରୀ ଜନତାଙ୍କ ପାଇଁ ମୁଁ ଏହି ଟ୍ରେଣ୍ଡ ସୃଷ୍ଟି କରିବାକୁ ଚାହୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଛାତ୍ରୀ ଏବେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ଚଣ୍ଡିଗଡ଼,୭ ।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଗୁରୁବାର ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି । ଏବେ ସମସ୍ତଙ୍କ ମନରେ ବଡ ଉତ୍ସାହ ଜାଣିବା ପାଇଁ...

୯୪ ୟୁଟ୍ୟୁବ୍‌ ଚ୍ୟାନେଲ, ୧୯ ସୋସିଆଲ ମିଡିଆ ଆକାଉଣ୍ଟକୁ କରାଯାଇଛି ବ୍ଲକ

ନୂଆଦିଲ୍ଲୀ, ୨୧ା୭: ଦେଶ ସ୍ବାର୍ଥ ବିରୋଧୀ କାର୍ଯ୍ୟକଳାପ ପାଇଁ ୨୦୨୧-୨୨ରେ କେନ୍ଦ୍ର ସରକାର ୯୪ ୟୁଟ୍ୟୁବ୍‌ ଚ୍ୟାନେଲ, ୧୯ ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭...

ଦିଲ୍ଲୀରେ ୪ ଡିଗ୍ରୀ ପହଞ୍ଚିଲା ତାପମାତ୍ରା

ନୂଆଦିଲ୍ଲୀ,୨୬ ।୧୨: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି କି ଆସନ୍ତା ୫ ଦିନ ଥରିବ ଉତ୍ତର ଭାରତ । ସେହିପରି ଆସନ୍ତା...

ରାଜସ୍ଥାନର ଗେହଲୋଟ ସରକାରଙ୍କ ବିରୋଧରେ ପାଇଲଟଙ୍କ ହଙ୍ଗର ଷ୍ଟ୍ରାଇକ…

ଜୟପୁର,୯।୪ : ରାଜସ୍ଥାନ କଂଗ୍ରେସରେ ପୁଣି ଏକ ନୂଆ ଝଡ଼ ସୃଷ୍ଟି ହେବାକୁ ଯାଉଛି। କଂଗ୍ରେସ ନେତା ତଥା ରାଜ୍ୟର ପୂର୍ବତନ ଉପପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ...

ଜାପାନର ହିରୋସୀମାରେ ପହଞ୍ଚିଲେ ମୋଦି, ଜି-୭ ସମ୍ମିଳନୀରେ ଭାଗ ନେବେ

ଟୋକିଓ/ନୂଆଦିଲ୍ଲୀ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଜାପାନର ହିରୋସୀମାରେ ପହଞ୍ଚିଛନ୍ତି। ମୋଦି କହିଛନ୍ତି   ଜି-୭ ସମ୍ମିଳନୀରେ ଭାଗ ନେବା...

ଆଉ ଗୋଟିଏ ଦିନପରେ ୧୮ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଉ ଗୋଟିଏ ଦିନ ପରେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଛୁଇଁବାର ଆଶଙ୍କା ଥିବା...

ଆଶୀର୍ବାଦ ଟାଓ୍ବାରରେ ଭୟଙ୍କର ଅଗ୍ନିକାଣ୍ଡ: ଏଯାବତ ୩ ମୃତ, ଫସି ରହିଛନ୍ତି ଅନେକ

ଧନବାଦ,୩୧।୧: ଝାଡଖଣ୍ଡର ଧନବାଦର ଆଶୀର୍ବାଦ ଟାଓ୍ବାରରେ ମଙ୍ଗଳବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁ ଧୀରେ ଧୀରେ ଭୟଙ୍କର ରୂପ ନେଉଛି। ଅଗ୍ନିଶମ ବିଭାଗର...

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...

Advertisement
Archives

Model This Week