ସତରେ କ’ଣ ବାହା ହେବେନି ସିଦ୍ଧୁଙ୍କ ଝିଅ

ଚଣ୍ଡିଗଡ,୧୧।୩: ଚଳିତ ପଞ୍ଜାବ ବିଧାନସଭା ନିର୍ବଚନରେ ବଡ ବିଜୟ ହାସଲ କରିଛି ଆମ ଆଦମୀ ପାର୍ଟି। କଂଗ୍ରେସ ହାତରୁ ଛଡାଇ ନେଇଛି ପଞ୍ଜାବ। ୧୧୭ଟି ବିଧାନସଭା ଆସନ ବିଶିଷ୍ଟ ପଞ୍ଜାବରେ ଆପ ୯୨ଟି ଆସନରେ ଜିତିଛି। ପଞ୍ଜାବରେ ଆମ ଆଦମୀ ପାର୍ଟି ସରକାର ଗଠନ କରିବା ନିଶ୍ଚିତ ହୋଇଛି। କାରଣ ଏଠାରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହେଉଛି ୫୯, ଯାହାକୁ ଆପ ବେଶ ସହଜରେ ହାସଲ କରିନେଇଛି। ଏହି ନିର୍ବାଚନରେ କଂଗ୍ରେସର ଅନେକ ହେବିଓ୍ବେଟ୍‌ ପରାଜିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଏବଂ ନବଜୋତ ସିଂ ସିଦ୍ଧୁ ଅନ୍ୟତମ। ସିଦ୍ଧୁଙ୍କୁ ଆପ୍‌ ପ୍ରାର୍ଥୀ ଜୀବନଜ୍ୟୋତି କୌର ୬୭୫୦ ଖଣ୍ଡ ଭୋଟ୍‌ରେ ପରାସ୍ତ କରିଛନ୍ତି। ନିର୍ବାଚନ ପୂର୍ବରୁ ସିଦ୍ଧୁଙ୍କ ଝିଅ ରାବିୟା ଭାବପ୍ରବଣ ହୋଇପଡି ବାପା ନ ଜିତିବା ପର୍ଯ୍ୟନ୍ତ ବାହାହେବେନି ବୋଲି କହିଥିଲେ। ଏବେ ବାପା ହାରିଗଲେ। ତେବେ ଏବେ ପ୍ରଶ୍ନ ଉଠୁଛି ତାହାହେଲେ ସତରେ କଣ ବାହା ରାବିୟା? ସିଦ୍ଧୁ ହାରିବା ପରେ ସୋସିଆଲ ମିଡିଆରେ ଏଭଳି ଆଲୋଚନା ଆରମ୍ଭ ହୋଇଛି।
ପଞ୍ଜାବ ବିଧାନସଭା ନିର୍ବାଚନରେ ନବଜୋତ ସିଂହ ସିଦ୍ଧୁ ଅମୃତସର ପୂର୍ବ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇଥିଲେ। ସିଦ୍ଧୁଙ୍କ ପାଇଁ ପ୍ରଚାର କରିବାକୁ ମୈଦାନକୁ ଓହ୍ଲାଇଥିଲେ ଝିଅ ରାବିୟା। ଏକ ନିର୍ବଚନୀ ସଭାରେ ରାବିୟା କହିଥିଲେ ବାପା ନ ଜିତିବା ପର୍ଯ୍ୟନ୍ତ ମୁଁ ବାହା ହେବେନି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri