Posted inଜାତୀୟ

କୃଷକ ଆନ୍ଦୋଳନସ୍ଥଳରେ ପୁଣି ଗଡ଼ିଲା ମୁଣ୍ଡ

ନୂଆଦିଲ୍ଲୀ, ୧୭।୧୨- ଦେଶର ରାଜଧାନୀ ଦିଲ୍ଲୀ ଓ ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନସ୍ଥଳରେ ଗୁରୁବାର ସକାଳେ ଜଣେ ୩୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ଜଣା ପଡ଼ିନାହିଁ। ହେଲେ ଅତ୍ୟଧିକ ଶୀତ ଯୋଗୁ ତାଙ୍କ ମୃତ୍ୟୁ ଘଟିଥାଇପାରେ। ମୃତ କୃଷକଙ୍କ ୩ଟି ସନ୍ତାନ ରହିଛନ୍ତି। ଏଥିପୂର୍ବରୁ ଗତ ବୁଧବାର କୃଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ଜଣେ ଶିଖ ପୂଜକ ଆତ୍ମହତ୍ୟା କରିଥିଲେ।

କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ-ହରିୟାଣା ସୀମାରେ ଦୀର୍ଘ ୨୨ ଦିନ ହେଲା କୃଷକମାନେ ଆନ୍ଦୋଳନ କରୁଛନ୍ତି। ନଭେମ୍ବର ଶେଷ ସପ୍ତାହରୁ ଆରମ୍ଭ ହୋଇଥିବା ଆନ୍ଦୋଳନବେଳେ ୨୦ରୁ ଊର୍ଦ୍ଧ୍ୱ ଆନ୍ଦୋଳନକାରୀଙ୍କ ମୃତ୍ୟୁ ହୋଇଥିବା ଦାବି କରାଯାଉଛି। ବିଶ୍ୱାସ କରାଯାଉଛି ଯେ, ଉତ୍ତର ଭାରତରେ ଅତ୍ୟଧିକ ଥଣ୍ଡା ପାଗ ଓ ଶୀତ କାରଣରୁ ହିଁ ଏତେ ସଂଖ୍ୟାରେ କୃଷକଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ଘଣ୍ଟା ଶୋଇବାକୁ ଏହି କମ୍ପାନୀ ଦେଉଛି ଲକ୍ଷେ ଟଙ୍କା ଦରମା

ବେଙ୍ଗାଲୁରୁ: କର୍ମଚାରୀଙ୍କ କାର୍ଯ୍ୟରେ ଖୁସି ହୋଇ କମ୍ପାନୀ କର୍ତ୍ତୃପକ୍ଷ ଦରମା ବଢ଼ାଇବା ସହ ଇନ୍‌ସେଟିଭ୍‌ ଦେଉଥିବା କଥା ବହୁ ଥର ଶୁଣିଥିବେ ବା ଜାଣିଥିବେ। ହେଲେ...

ପୁଣି ଜନତା ଦଳ ୟୁନାଇଟେଡ୍‌ର ଅଧ୍ୟକ୍ଷ ହେଲେ ନୀତୀଶ

ନୂଆଦିଲ୍ଲୀ,୩୦।୧୦: ଦ୍ବିତୀୟଥର ପାଇଁ ଜନତା ଦଳ ୟୁନାଇଟେଡର ଅଧ୍ୟକ୍ଷ ହେଲେ ନୀତୀଶ କୁମାର। ବୁଧବାର ନୂଆଦିଲ୍ଲୀ ସ୍ଥିତ ମାବଲଙ୍କର ହଲ୍‌ରେ ଜନତା ଦଳ ୟୁନାଇଟେଡ୍‌ର ବୈଠକ...

କୋର୍ଟ ବିଲ୍ଡିଂରୁ ଡେଇଁ ପ୍ରାଣ ହରାଇଲେ ବଳାତ୍କାରୀ ଅଭିଯୁକ୍ତ

ଫରିଦାବାଦ,୧।୫: ଜଣେ ୨୧ ବର୍ଷୀୟ ବଳାତ୍କାର ଅଭିଯୁକ୍ତ ଶନିବାର ଫରିଦାବାଦ କୋର୍ଟ ବିଲ୍ଡିଂର ୬ଷ୍ଠ ମହାଲାରୁ ଡେଇଁ ପ୍ରାଣ ହରାଇଛନ୍ତି। ଜାମିନ ଆବେଦନର ଶୁଣାଣି ପାଇଁ...

ବାଳିକାଙ୍କୁ ସାଣ୍ଡାଲ ପିନ୍ଧାଇଲେ ରାହୁଲ, ଭିଡ଼ିଓ ଭାଇରାଲ …

ହରିପାଦ, ୧୮।୯ : ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ରବିବାର କେରଳର ହରିପାଦରୁ ଆରମ୍ଭ ହୋଇଛି। ଏଥିରେ ଶତାଧିକ ଦଳର କର୍ମୀ...

ସପା ରାସ୍ତାରେ ମାୟାବତୀ

ଲକ୍ଷ୍ନୌ,୨୭।୬: ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି(ଏସ୍‌ପି)ନିକଟରେ ଏକାକୀ ନିର୍ବାଚନ ଲଢିବାକୁ ଘୋଷଣା କରିଥିଲା। ଏହାର କିଛି ଦିନ ପରେ ଅନୁରୂପ ବାଟ ବାଛିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ...

ବିଶ୍ୱରେ ୮କୋଟି ବିସ୍ଥାପିତ

ନୂଆଦିଲ୍ଲୀ, ୨୧ା୬: ଯୁଦ୍ଧ, ସଂଘର୍ଷ, ନିର୍ଯାତନା ଏବଂ ମାନବାଧିକାର ଉଲ୍ଲଂଘନ ଭଳି ସମସ୍ୟା ଲୋକଙ୍କୁ ବିସ୍ଥାପିତ କରିଚାଲିଛି। ଏସବୁର ପ୍ରଭାବରେ ୨୦୧୯ରେ ସାରା ବିଶ୍ୱର ୭...

ଉପହାର ପାଖରେ ରଖିପାରିବେ ଆଇଏଏସ୍‌, ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ, ୨୨।୯(ପି.ଟି.): ଆଇଏଏସ୍‌, ଆଇପିଏସ୍‌ ଏବଂ ଆଇଏଫ୍‌ଏସ୍‌ ଅଫିସରମାନେ ବିଦେଶୀ ମାନ୍ୟଗଣ୍ୟ ବ୍ୟକ୍ତିଙ୍କଠାରୁ ଗ୍ରହଣ କରିଥିବା ଉପହାର ପାଖରେ ରଖିପାରିବେ। ଏଥିପାଇଁ କେନ୍ଦ୍ର ସରକାର ୫୦...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୩ ଗିରଫ…

ଶ୍ରୀନଗର,୩୧।୫ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଏଲଓସି ନିକଟରେ ଅସ୍ତ୍ରଶସ୍ତ୍ର ତଥା ଡ୍ରଗ୍ସ ଚୋରା ଚାଲାଣର ଏକ ବଡ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି।...

Advertisement
Archives

Model This Week