Posted inଜାତୀୟ

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୭ ତାରିଖ ଯାଏ ସ୍କୁଲ ଛୁଟି

ଚଣ୍ଡିଗଡ଼,୩।୯: ସମଗ୍ର ଉତ୍ତର ଭାରତରେ ବର୍ଷା ବିତ୍ପାତ ଲାଗି ରହିଥିବା ବେଳେ ଜମ୍ମୁ-କଶ୍ମୀର, ପଞ୍ଜାବ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ ସମେତ ବିଭିନ୍ନ ରାଜ୍ୟରେ ବନ୍ୟା ଆସି ବ୍ୟାପକ ଧନଜୀବନ କ୍ଷତି ହୋଇଛି। ଏଭଳିସ୍ଥିତିରେ ପଞ୍ଜାବରେ ଭୟଙ୍କର ବନ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି।

ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ଆସନ୍ତା ୭ ତାରିଖ ଯାଏ ରାଜ୍ୟର ସମସ୍ତ ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟକୁଛୁଟି ଘୋଷଣା କରିଛନ୍ତି। ଏପରିକି ଜଳବନ୍ଦୀ ହୋଇ ରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଲୋକଙ୍କୁ ରିଲିଫ୍‌ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri