Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ ଭାଜପାକୁ ବଡ ଝଟକା

ଚଣ୍ଡିଗଡ଼,୧୩।୧୦: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବଡ ଝଟକା ଲାଗିଛି। ପୂର୍ବତନ ମନ୍ତ୍ରୀ ରାଜ କୁମାର ଭେର୍କା ଏବେ ନିଜ ଘରକୁ ଫେରିବା ଘୋଷଣା କରିଛନ୍ତି। ୨୦୨୨ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବା ପରେ ହାତ ଛାଡି ପଦ୍ମ ଧରିଥିବା ଭେର୍କା ପୁଣି ଥରେ ଘରକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୁଣି କଂଗ୍ରେସରେ ଯୋଗଦେବାକୁ ଯାଉଛନ୍ତି। ରାଜ କୁମାର ଭେର୍କା କହିଛନ୍ତି ଯେ ସେ ଅନେକ ଦିନ ଚିନ୍ତା କରିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି।
ଭେର୍କା କହିଛନ୍ତି, ଅନେକ ଦିନ ଚିନ୍ତା କରିବା ପରେ ମୁଁ ନିଷ୍ପତ୍ତି ନେଇଛି ଯେ ମୁଁ ଭାଜପା ଛାଡୁଛି। ମୁଁ ଭାଜପାରୁ ଇସ୍ତଫା ଦେଉଛି। ଏହାପରେ ମୁଁ ବର୍ତ୍ତମାନ ଦିଲ୍ଲୀ ଯାଉଛି। ମୁଁ କଂଗ୍ରେସ ପାର୍ଟିରେ ଯୋଗଦେବାକୁ ଯୋଜନା କରୁଛି। ଭେର୍କାଙ୍କ କଂଗ୍ରେସରେ ଯୋଗଦେବା ନେଇ ପଞ୍ଜାବ ଭାଜପା ମୁଖପାତ୍ର ଅନିଲ ସରିନ ପ୍ରତିକ୍ରିୟା ରଖିଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ଯେତେବେଳେ ସେ ଭାଜପାରେ ଯୋଗ ଦେଇଥିଲେ ସେତେବେଳେ ତାଙ୍କୁ ସମ୍ମାନ ଦିଆଯାଇଥିଲା ବୋଲି ଅନିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri