Posted inଖେଳ

ପଞ୍ଜାବକୁ ୧୪୪ରନ୍‌ର ଟାର୍ଗେଟ

ମୁମ୍ବାଇ,୩।୫: ଚଳିତ ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରି ଆସୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟିମ୍‌ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ନିରାଶାଜନକ ପ୍ରଦର୍ଶନ କରିଛି। କେବଳ ସାଇ ସୁଦର୍ଶନକୁ ଛାଡ଼ିଦେଲେ ପଞ୍ଜାବ କିଙ୍ଗସର ବୋଲରଙ୍କ ଆଗରେ ତିଷ୍ଠି ପାରିନାହାନ୍ତି ଗୁଜରାଟ ଟାଇଟନ୍ସର ଅନ୍ୟ କୌଣସି ଖେଳାଳି। ଏଥିଯୋଗୁ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ କେବଳ ୧୪୩ ରନ କରିବାକୁ ସକ୍ଷମ ହୋଇଛି। ଫଳରେ ପଞ୍ଜାବକୁ ଜିତିବା ଲାଗି ୧୪୪ ରନ୍‌ର ଟାର୍ଗେଟ ମିଳିଛି। ଗୁଜରାଟ ପକ୍ଷରୁ ସାଇ ସୁଦର୍ଶନ ଏକମାତ୍ର ବ୍ୟାଟର ଭାବେ ଅପରାଜିତ ୬୪ ରନ୍‌ର ଇନିଂସ ଖେଳିଛନ୍ତି। ପଞ୍ଜାବ ପକ୍ଷରୁ ରାବାଡା ସର୍ବାଧିତ ୪ଟି ଉଇକେଟ ନେଇଥିବା ବେଳେ ଅର୍ଶଦୀପ ସିଂହ, ରିଶି ଧାୱନ ଓ ଲିଆମ ଲିଭିଙ୍ଗୱଷ୍ଟୋନ ଗୋଟିଏ ଲେଖାଏ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri