Posted inଜାତୀୟ

ନୂଆ ଅବକାରୀ ନୀତିକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର, ବର୍ଷକୁ ୧୦ ହଜାର କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ନୂଆଦିଲ୍ଲୀ,୯ା୩: ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ନୂତନ ଅବକାରୀ ନୀତିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏହି ନୂଆ ନୀତିର ଉଦେଶ୍ୟ ହେଉଛି ମଦ ବିକ୍ରୟରୁ ୧୦,୦୦୦ କୋଟିରୁ ଅଧିକ ରାଜସ୍ୱ ସଂଗ୍ରହ କରିବା। ଶନିବାର ବସିଥିବା କ୍ୟାବିନେଟ ବୈଠକରେ ସରକାର ଏହି ନିଷ୍ପତିରେ ମୋହର ମାରିଛନ୍ତି।

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ରାଜ୍ୟ ଅର୍ଥମନ୍ତ୍ରୀ ହରପାଲ ସିଂ ଚେମା ଗଣମାଧ୍ୟମକୁ କହିଛନ୍ତି ଯେ ନୂତନ ଅବକାରୀ ନୀତିକୁ କ୍ୟାବିନେଟ୍ ଅନୁମୋଦନ କରିଛି।

ସେ କହିଛନ୍ତି, “ପ୍ରଥମ ଥର ପାଇଁ ସର୍କର ୧୦,୦୦୦ କୋଟିରୁ ଅଧିକ ଆୟ କରିବେ ବୋଲି ଆଶା।” ଚେମା କହିଛନ୍ତି ଯେ ପୂର୍ବ କଂଗ୍ରେସ ସରକାର ସମୟରେ ମଦ ବିକ୍ରୟରୁ ଆୟ ମାତ୍ର ୬,୧୫୧ କୋଟି ଟଙ୍କା ଥିଲା। ତେବେ ନୂତନ ନୀତି ଅନୁସାରେ ଡ୍ର ମାଧ୍ୟମରେ ମଦ ଦୋକାନ ବଣ୍ଟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri