Posted inଜାତୀୟ

ସରକାରୀ ନିଯୁକ୍ତିରେ ମହିଳାଙ୍କ ଲାଗି ୩୩ ପ୍ରତିଶତ ସଂରକ୍ଷଣ

ଚଣ୍ଡିଗଡ଼, ୧୪।୧୦: ମହିଳା ସଶକ୍ତିକରଣ ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି ପଞ୍ଜାବର କଗ୍ରେସ ସରକାର। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସରକାରୀ ଚାକିରିରେ ମହିଳାମାନଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର ରାଜ୍ୟ କ୍ୟାବିନେଟ୍‌ ପଞ୍ଜାବ ସିଭିଲ୍‌ ସର୍ଭିସେସ୍‌ ନିୟମ ୨୦୨୦କୁ ଅନୁମୋଦନ କରିଛି। ଫଳରେ ପଞ୍ଜାବରେ ଏବେ ସରକାରୀ ଚାକିରିରେ ମହିଳାଙ୍କ ଲାଗି ୩୩ ପ୍ରତିଶତ ସଂରକ୍ଷଣ ରହିବ। ମୁଖ୍ୟମନ୍ତ୍ରୀ ନିଜେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଏହି ଅବସରରେ ଅମରିନ୍ଦର କହିଛନ୍ତି, ‘ପଞ୍ଜାବ ମହିଳାଙ୍କ ଲାଗି ଆଜି ଏବ ଐତିହାସିକ ଦିନ। ସରକାରୀ ଚାକିରିରେ ମହିଳାମାନଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣକୁ ମନ୍ତ୍ରୀ ପରିଷଦ ଅନୁମୋଦନ କରିଛି।’


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେପଣାସ୍ତ୍ରଠୁ ବି ଭୟଙ୍କର ଏହି ଡ୍ରୋନ୍‌, ବିମାନଠୁ ଅଧିକ ଉପରେ ଉଡ଼େ

ନୂଆଦିଲ୍ଲୀ,୭ା୮: ଭାରତୀୟ ବାୟୁସେବା ଜମ୍ମୁ ଏୟାରବେସ୍‌ରେ ଜୁନ୍‌ରେ ଡ୍ରୋନ୍‌ ହମଲା ହୋଇଥିଲା। ଏହା ପରେ ଡ୍ରୋନ୍‌ ଆକ୍ରମଣକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏଥିସହିତ ଭାରତ...

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ ନୂଆଦିଲ୍ଲୀ,୭।୮: ଆଗକୁ ଆସୁଛି ରକ୍ଷାବନ୍ଧନ। ଭାଇ ହାତରେ ରାଖୀ ବାନ୍ଧିବାକୁ ଭଉଣୀମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ...

ଏଲ୍‌ଓସିରେ ପାକିସ୍ତାନୀ ଡ୍ରୋନ୍‌…

ଶ୍ରୀନଗର, ୯।୬ : ଜମ୍ମୁ-କଶ୍ମୀରରେ ଗୁରୁବାର ଭୋର୍‌ ପ୍ରାୟ ୪ଟା ୧୫ ସମୟରେ ଏଲ୍‌ଓସିର ଜମ୍ମୁ ଡିଭିଜନର ଆର୍ନିଆ ସେକ୍ଟରରେ ଏକ ପାକିସ୍ତାନୀ ଡ୍ରୋନ ଆକାଶ...

ତାଲିବାନ୍‌ର ଦୁଃସାହସ, ଭାରତକୁ ଦେଖାଇଲା ନାଲି ଆଖି…

ନୂଆଦିଲ୍ଲୀ,୧୪।୮: ଆଫଗାନିସ୍ତାନରେ ତାଲିବାନର ପ୍ରଭାବ ବୃଦ୍ଧି ପାଉଛି। ଆଫଗାନିସ୍ତାନର ଦ୍ୱିତୀୟ ବୃହତ୍ତମ ସହର କାନ୍ଧାହାର ଏବେ ତାଲିବାନ କବ୍‌ଜାରେ ରହିଛି। କାବୁଲ ସୀମାବର୍ତ୍ତୀ ଲେଗାରର ପ୍ରାଦେଶିକ...

ମୋ କଥା କାନିରେ ଗଣ୍ଠି ପକାଇ ରଖନ୍ତୁ, ସରକାର ଫେରାଇ ନେବାକୁ ପଡିବ କୃଷି ଆଇନ: ରାହୁଲ ଗାନ୍ଧୀ

ଚେନ୍ନାଇ,୧୪।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଗୁରୁବାର ତାମିଲନାଡୁର ମଦୁରାଇ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଜାଲିକାଟୁ ଆୟୋଜନ ଉପଭୋଗ କରିଥିଲେ। ପରେ...

କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼

ନୂଆଦିଲ୍ଲୀ, ୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼ ପାଲଟିଛି। ଏହାର ବିରୋଧରେ ରାଜନୈତିକ ଦଳଙ୍କୁ ଏକାଠି କରିବାକୁ ପ୍ରୟାସ ଜାରି ରଖିଛି। କଂଗ୍ରେସ...

ମହାରାଷ୍ଟ୍ରକୁ କ୍ଷମା ମାଗନ୍ତୁ କଙ୍ଗନା: ସଞ୍ଜୟ

ମୁମ୍ବାଇ,୬।୯: ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ। ଏବେ ସଞ୍ଜୟ ରାଉତ କହିଛନ୍ତି କଙ୍ଗନା ମହାରାଷ୍ଟ୍ରକୁ କ୍ଷମା...

ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା

ତେଜ୍‌ପୁର,୩ା୩: ଆସାମର ବିଶ୍ୱନାଥ ଜିଲା ଅନ୍ତର୍ଗତ ଚକ୍‌ଲା ଗ୍ରାମରେ ଜଣେ ନାବାଳିକା(୧୨)ଙ୍କୁ ଗଣବଳାତ୍କାର କରାଯିବା ପରେ ମାରି ଗଛରେ ଟଙ୍ଗାଇ ଦିଆଯାଇଛି। ପୋଲିସ ଘଟଣାର ଛାନ୍‌ଭିନ୍‌...

Advertisement
Archives

Model This Week