Posted inଜାତୀୟ

୧୨,୫୦୦ ଶିକ୍ଷକଙ୍କୁ ସ୍ଥାୟୀ କଲେ ପଞ୍ଜାବ ସରକାର, ଶିକ୍ଷୟିତ୍ରୀଙ୍କୁ ଭେଟି ଭାବୁକ ହେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୮।୭: ପଞ୍ଜାବର ଭଗଓ୍ବନ୍ତ ମାନ ସରକାର ଏକ ବଡ ନିଷ୍ପତ୍ତି ନେଇ ରାଜ୍ୟର ୧୨,୫୦୦ ଶିକ୍ଷକଙ୍କ ନିଯୁକ୍ତିକୁ ସ୍ଥାୟୀ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ବି ଜଣେ ଅଧ୍ୟାପକଙ୍କ ପୁଅ, ସେଥିପାଇଁ ମୁଁ ସେମାନଙ୍କ ଦୁଃଖ ବୁଝିପାରୁଛି। ଏହି ସମୟରେ ସେ ପୂର୍ବତନ ସରକାରଙ୍କ ଉପରେ ବି ଖୁବ ବର୍ଷିଛନ୍ତି। ଏହାସହ କେତେଜଣ ଅଧ୍ୟାପକଙ୍କ କଥା ଶୁଣି ସେ ଭାବୁକ ହୋଇଯାଇଥିଲେ। ଏହି ସମୟରେ ଅଧ୍ୟାପକଙ୍କ ସହ ବାର୍ତ୍ତାଳାପ ବି କରିଥିଲେ।

ନିୟମିତ ହେବା ପରେ ଶିକ୍ଷକମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରୁଥିବାବେଳେ ମୁଖ୍ୟମନ୍ତ୍ରୀ ଭାବପ୍ରବଣ ହୋଇପଡିଥିଲେ। ଯେତେବେଳେ ଜଣେ ମହିଳା ତାଙ୍କ କାହାଣୀ କହିଥିଲେ, ଶିକ୍ଷୟିତ୍ରୀଙ୍କ ୧୪ ମାସର ଝିଅ ରୁଥ ଜାନୁୟାରୀ ୨୦୧୪ରେ ଶିକ୍ଷକଙ୍କ ଆନ୍ଦୋଳନ ସମୟରେ ମୃତ୍ୟୁ ବରଣ କରିଥିଲେ। ଶିକ୍ଷୟିତ୍ରୀ ଜଣକ ମଞ୍ଚକୁ ଆସି କାନ୍ଦୁଥିଲେ, ଯାହା ଦେଖି ମୁଖ୍ୟମନ୍ତ୍ରୀ ମଧ୍ୟ ଭାବପ୍ରବଣ ହୋଇଥିଲେ। ଜାନୁୟାରୀ ୨୦୧୪ ରେ, ଏହି ସମସ୍ତ ଶିକ୍ଷକମାନେ ବଠିଣ୍ଡାରେ ଆନ୍ଦୋଳନ କରିଥିଲେ, ସେତେବେଳେ ଅତ୍ୟଧିକ ଥଣ୍ଡା ହେତୁ ଝିଅଟିର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri