Posted inଜାତୀୟ

ଜାନୁୟାରୀ ୨୬ ହିଂସାରେ ଗିରଫ ହୋଇଥିବା କୃଷକଙ୍କୁ ମିଳିବ ୨ଲକ୍ଷ ଟଙ୍କା

ଚଣ୍ଡିଗଡ଼,୧୩ ।୧୧: ପଞ୍ଜାବ ସରକାର କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇ ଏକ ବଡ ଘୋଷଣା କରିଛନ୍ତି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି କହଛନ୍ତି ଚଳିତବର୍ଷ ୨୬ ଜାନୁୟାରୀରେ ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ ହୋଇଥିବା ପଞ୍ଜାବର ସମସ୍ତ ୮୩ କୃଷକଙ୍କୁ ୨ଲକ୍ଷ ଲେଖାଏଁ ଟଙ୍କା ମିଳିବ । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଚନ୍ନି କହିଛନ୍ତି, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଜାରି ରହିଥିବା କୃଷକ ଆନ୍ଦୋଳନକୁ ତାଙ୍କ ସରକାର ସମ୍ପୂର୍ଣ୍ଣ ସମର୍ଥନ କରୁଛି । ତେବେ ୨୬ ଜାନୁୟାରୀରେ ହୋଇଥିବା ଟ୍ରାକ୍ଟର ରାଲିରେ ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ ହୋଇଥିବା ପଞ୍ଜାବର ସମସ୍ତ ୮୩ ଜଣ କୃଷକଙ୍କୁ ୨ ଲକ୍ଷ ଲେଖାଁଏ ଟଙ୍କା ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri