Posted inଜାତୀୟ

ଅଗଷ୍ଟ ୨ରୁ ଖୋଲିବ ସମସ୍ତ ସ୍କୁଲ

ଚଣ୍ଡିଗଡ଼,୩୧ ।୭: କରୋନା ମହାମାରୀର ଦ୍ୱିତୀୟ ଲହର କମି କମି ଆସୁଥିବା ବେଳେ ତୃତୀୟ ଲହରର ଚିନ୍ତା କିନ୍ତୁ ଘାରୁଛି । ହେଲେ ଏହି ପରିସ୍ଥିତିରେ ପଞ୍ଜାବ ସରକାର ସମସ୍ତ ସ୍କୁଲ କଲେଜ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଅଗଷ୍ଟ ୨ରୁ ଏଠାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜ ଖୋଲିଯିବ । ଅବଶ୍ୟ ଏଥିପାଇଁ କଡା କଡି କରୋନା ଗାଇଡଲାଇନ୍ ଜାରି କରାଯାଇଛି । ଅଭିଭାବକମାନେ ସେମାନଙ୍କ ଇଚ୍ଛା ଅନୁଯାୟୀ ପିଲାଙ୍କୁ ସ୍କୁଲ ପଠାଇ ପାରିବେ । ହେଲେ ଯେଉଁମାନେ ସ୍କୁଲ ଯିବାକୁ ରାଜି ହେଉ ନ ଥିବେ ସେମାନଙ୍କ ପାଇଁ ଏବେବି ଅନ୍ ଲାଇନ ପାଠପଢା ସୁବିଧା ରହିଛି । କିଛିଦିନ ପୂର୍ବେ ରାଜ୍ୟରେ କଲେଜ ଖୋଲି ଯାଇଥିବା ବେଳେ ଏବେ ପରିସ୍ଥିତି ଭଲ ଦର୍ଶାଇ ପଞ୍ଜାବ ସରକାର ଛୋଟ ପିଲାମାନଙ୍କର ସ୍କୁଲ ବି ଖୋଲିବାକୁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri