Posted inଖେଳ

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର ଚତୁର୍ଥ ବିଜୟ ହୋଇଥିବା ବେଳେ କୋଲକାତା ଲାଗି ଏହା ଚତୁର୍ଥ ପରାଜୟ।

ଜିତି ବ୍ୟାଟିଂ କରିଥିବା ପଞ୍ଜାବ ୧୫.୩ ଓଭରରେ ୧୧୧ ରନ କରି ଅଲଆଉଟ୍‌ ହୋଇଯାଇଥିଲା। କୋଲକାତା ପକ୍ଷରୁ ହର୍ଷିତ ରାଣା ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ବରୁଣ ଚକ୍ରବର୍ତ୍ତୀ ଓ ସୁନୀଲ ନାରିନ ଦୁଇଟି ଲେଖାଏ ଉଇକେଟ ହାତେଇଥିଲେ। ଛୋଟିଆ ଲକ୍ଷ୍ୟ ନେଇ ଓହ୍ଲାଇଥିବା କୋଲକାତା ମଧ୍ୟ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଫଳରେ ଦଳ ୧୫.୧ ଓଭରରେ ୯୫ ରନ କରି ଅଲଆଉଟ୍‌ ହୋଇଯାଇଥିଲା।  ପଞ୍ଜାବ ଲାଗି ୟୁଜବେନ୍ଦ୍ର ଚହଲ ସର୍ବାଧିକ ୪ ଓ ମାର୍କୋ ଜାନସେନ ୩ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri