Posted inଖେଳ

ବୋଲିଂ ବାଛିଲା ପଞ୍ଜାବ

ଚେନ୍ନାଇ,୨୩।୪: ଏଠାକାର ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ ନୁହେଁ। ଏହା ସତ୍ତ୍ୱେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କିଙ୍ଗ୍ସ ପଞ୍ଜାବ ଅଧିନାୟକ ଲୋକେଶ ରାହୁଲ। ମୁମ୍ବାଇ ଇଣ୍ଡିଆନ୍ସ ଦଳରେ କୌଣସି ପରିବର୍ତ୍ତନ ହୋଇ ନ ଥିବାବେଳେ ଗୋଟିଏ ପରିବର୍ତ୍ତନ ସହ ଓହ୍ଲାଇଛି ପଞ୍ଜାବ। ଦଳରେ ମୁର୍ଗାନ ଅଶ୍ୱିନଙ୍କ ବଦଳରେ ରବି ବିଷ୍ଣୋଇଙ୍କୁ ଦଳରେ ସ୍ଥାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାଓ୍ବଲାଙ୍କ ଆବେଦନକୁ ୟୁରୋପିଆନ କୋର୍ଟଙ୍କ ପ୍ରତ୍ୟାଖ୍ୟାନ

ଲଣ୍ଡନ, ୭ା୨ (ପି.ଟି.)-ୟୁରୋପିଆନ କୋର୍ଟ ଅଫ୍‌ ହ୍ୟୁମ୍ୟାନ ରାଇଟ୍ସ (ଇସିଏଚ୍‌ଆର୍‌)ଅଭିଯୁକ୍ତ ବୁକି ସଞ୍ଜୀବ ଚାଓ୍ବଲାଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ମ୍ୟାଚ୍‌ ଫିକ୍ସିଂ ମାମଲାରେ ଅଭିଯୁକ୍ତ ଚାଓ୍ବଲାଙ୍କୁ...

ଅଲିମ୍ପିକ୍‌ରେ ସାମିଲ୍‌ ହୋଇପାରେ କ୍ରିକେଟ: ୨୪ରେ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧୨:: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୮୯ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ଡିସେମ୍ବର ୨୪ ତାରିଖରେ ହେବ। ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି...

ବିସିସିଆଇ ନିୟମ ଭାଙ୍ଗିଛନ୍ତି ଇର୍ଫାନ

ମୁମ୍ବାଇ,୧୮।୫- କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଖେଳିବା ପାଇଁ ଉପଲବ୍ଧ ଥିବା ଦର୍ଶାଇବା ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନଙ୍କୁ ବିଚିତ୍ର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି।...

ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପୂର୍ଣ୍ଣଛେଦର ଦିନ

ନୂଆଦିଲ୍ଲୀ,୧୫।୮: ବିଶ୍ୱର ସବୁଠୁ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଠିକ୍‌ ବର୍ଷକ ତଳେ ଅର୍ଥାତ ୨୦୨୦ ଅଗଷ୍ଟ ୧୫ ତାରିଖରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର...

ଜୋକୋଭିଚ୍‌ ଜିତିଲେ ପୁରୁଷ ସିଙ୍ଗଲ୍ସ ଟାଇଟଲ

ରୋମ, ୨୩ା୯ (ଏପି)-ସର୍ବୀୟାର ନୋଭାକ୍‌ ଜୋକୋଭିଚ୍‌ ଇଟାଲିଆନ ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କୁ ୭-୫, ୬-୩ ସେଟ୍‌ରେ...

କୋହଲିଙ୍କ ଟୁଇଟ୍‌କୁ ମିଳିଛି ବର୍ଷର ସର୍ବାଧିକ ଲାଇକ୍‌

ନୂଆଦିଲ୍ଲୀ,୯।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ ଝିଅ ‘ଭାମିକା’ର ଜନ୍ମକୁ ନେଇ କରିଥିବା ଟୁଇଟ୍‌କୁ ୨୦୨୧ରେ ସର୍ବାଧିକ ଲାଇକ୍‌ ମିଳିଛି। ଏ...

ଟପ୍‌-୧୦ ଟି୨୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଦୁଇ ଭାରତୀୟ

ଦୁବାଇ,୭।୭: ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବ ଭଳି ଟି୨୦ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ପଞ୍ଚମ ସ୍ଥାନ ବଜାୟ ରଖିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଗୋଟିଏ...

ଦକ୍ଷୀଣ ଏସୀୟ କ୍ରୀଡା: ସସ୍ମିତା, ସତ୍ୟଜିତଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- ନେପାଳର କାଠମାଣ୍ଡୁଠାରେ ଅନୁଷ୍ଠିତ ୧୩ତମ ଦକ୍ଷୀଣ ଏସିୟ କ୍ରୀଡାର ଖୋ ଖୋ ବିଭାଗରେ ଭାରତୀୟ ମହିଳା ଓ ପୁରୁଷ ଦଳ ସ୍ବର୍ଣ୍ଣ...

Advertisement
Archives

Model This Week