Categories: ଖେଳ

ବୋଲିଂ ବାଛିଲା ପଞ୍ଜାବ

ଚେନ୍ନାଇ,୨୩।୪: ଏଠାକାର ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ ନୁହେଁ। ଏହା ସତ୍ତ୍ୱେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କିଙ୍ଗ୍ସ ପଞ୍ଜାବ ଅଧିନାୟକ ଲୋକେଶ ରାହୁଲ। ମୁମ୍ବାଇ ଇଣ୍ଡିଆନ୍ସ ଦଳରେ କୌଣସି ପରିବର୍ତ୍ତନ ହୋଇ ନ ଥିବାବେଳେ ଗୋଟିଏ ପରିବର୍ତ୍ତନ ସହ ଓହ୍ଲାଇଛି ପଞ୍ଜାବ। ଦଳରେ ମୁର୍ଗାନ ଅଶ୍ୱିନଙ୍କ ବଦଳରେ ରବି ବିଷ୍ଣୋଇଙ୍କୁ ଦଳରେ ସ୍ଥାନ ମିଳିଛି।

Share