Posted inଖେଳ

ପଞ୍ଜାବ ପାଇଁ ଖେଳିବେ ଦକ୍ଷିଣ ଆଫ୍ରିକୀୟ ଷ୍ଟାର ବ୍ୟାଟ୍ସମ୍ୟାନ

ଦୁବାଇ,୧୧।୯: ଇଂଲଣ୍ଡ ଷ୍ଟାର ବ୍ୟାଟ୍ସମ୍ୟାନ ଦାଓ୍ବିଦ ମଲାନ ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍‌ରେ ଖେଳିବେ ନାହିଁ। ଏ ନେଇ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପକ୍ଷରୁ ସୋସିଆଲ ମିଡିଆରେ ଘୋଷଣା କରାଯାଇଛି। ଆଗକୁ ଟି୨୦ ବିଶ୍ୱକପ୍‌ ଓ ଆଶେସ ସିରିଜ୍‌ ଆସୁଥିବାରୁ ୩୪ ବର୍ଷୀୟ ବ୍ୟାଟ୍ସମ୍ୟାନ ପରିବାର ସହ କିଛି ସମୟ ବିତାଇବା ପାଇଁ ଆଇପିଏଲ୍‌ର ୟୁଏଇ ଲିଗ୍‌ରୁ ଓହରି ଯାଇଛନ୍ତି। ତାଙ୍କ ବଦଳରେ ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନ ଏଡେନ ମାର୍କରାମଙ୍କ ସହ ପଞ୍ଜାବ ଫ୍ରାଞ୍ଚାଇଜ ଚୁକ୍ତି କରିଛି।

୨୬ ବର୍ଷୀୟ ମାର୍କରାମ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ସାଙ୍ଗକୁ ଜଣେ କାମଚଳା ସ୍ପିନର। ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସ୍ତରରେ ୧୩ ମ୍ୟାଚ୍‌ ଖେଳିଥିବା ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କ ନାମରେ ରହିଛି ୪ଟି ଅର୍ଦ୍ଧଶତକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସିସିଆଇ ନିୟମ ଭାଙ୍ଗିଛନ୍ତି ଇର୍ଫାନ

ମୁମ୍ବାଇ,୧୮।୫- କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଖେଳିବା ପାଇଁ ଉପଲବ୍ଧ ଥିବା ଦର୍ଶାଇବା ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନଙ୍କୁ ବିଚିତ୍ର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି।...

ପାରା ବ୍ୟାଡମିଣ୍ଟନ: ବିଶ୍ୱର ପ୍ରଥମ ସ୍ଥାନରେ ପ୍ରମୋଦ-ସୁକାନ୍ତ

ଭୁବନେଶ୍ବର,୨୦।୪: ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତ ଏବଂ ସୁକାନ୍ତ କଦମ ଏବେ ଆଉ ଏକ ମାନ୍ୟତା ହାସଲ କରିଛନ୍ତି। ନିକଟରେ ବ୍ରାଜିଲ ପାରା ବ୍ୟାଡମିଣ୍ଟନ...

ହଂକଂ ଓପନ ବାତିଲ

ହଂକଂ,୧୩।୯(ଏଏଫ୍‌ପି) : ହଂକଂର ଅନ୍ୟତମ ସମ୍ମାନଜନକ କ୍ରୀଡ଼ା ଭିତ୍ତିକ ଇଭେଣ୍ଟ ସହରରେ ଚାଲିଥିବା ବଡ଼ ଧରଣର ବିକ୍ଷୋଭର ଶିକାର ହୋଇଛି। ପୂର୍ବରୁ ସମାନ କାରଣ ଯୋଗୁ...

କୁଏତ୍‌ ଜିତିଲା ଉଦ୍‌ଘାଟନୀ ମ୍ୟାଚ

ବେଙ୍ଗାଲୁରୁ, ୨୨।୬ (ପି.ଟି.): ସାଫ୍‌ (ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ) ଚାମ୍ପିୟନଶିପ୍‌ ବୁଧବାର ଏଠାରେ ଆରମ୍ଭ ହୋଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ ଜିତିଛି କୁଏତ। ଏହି...

ଫାଇନାଲରେ ଭାରତ

ସାଲାଲା(ଓମାନ),୨୮ା୮: ଏସିଆନ ୫ଏସ୍‌ ମହିଳା ହକି ଟୁର୍ନାମେଣ୍ଟରେ ଭାରତର ଅଧିନାୟିକା ନବଜୋତ କୌରଙ୍କ ହ୍ୟାଟ୍ରିକ୍‌ ସହାୟତାରେ ୯-୫ ଗୋଲ୍‌ରେ ମାଲେସିଆକୁ ପରାସ୍ତ କରି ଫାଇନାଲରେ ପ୍ରବେଶ...

ଜେରିଙ୍କ ଚୁକ୍ତିର ନବୀକରଣ କଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ର ଭୁବନେଶ୍ୱରଭିତ୍ତିକ ଦଳ ଓଡ଼ିଶା ଏଫ୍‌ସି ମିଜୋରାମ ଓ୍ବିଙ୍ଗର ଜେରି ମାଓ୍ବିମିଙ୍ଗଥଙ୍ଗାଙ୍କ ସହ ଚୁକ୍ତିର ନବୀକରଣ କରିଛି। ୨୪ ବର୍ଷୀୟ...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

କେସିଙ୍ଗଟନ ଓଭାଲ,୨୭।୭: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ସିରିଜରେ ଗୁରୁବାର ମ୍ୟାଚରେ ଭାରତର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ...

ଭାରତର ଫୁଟ୍‌ବଲ ଖେଳାଳି ବୋରିସ୍‌ ସିଂଙ୍କୁ କରୋନା

ନୂଆଦିଲ୍ଲୀ, ୨୧ା୮ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ଭାରତର ୨୦୧୭ ଫିଫା ବିଶ୍ୱକପ୍‌ ଦଳର ଅନ୍ୟତମ ସଦସ୍ୟ ବୋରିସ୍‌ ସିଂ ଥଙ୍ଗ୍‌ଜମ୍‌ଙ୍କର ପଜିଟିଭ୍‌ ଆସିଛି। କରୋନାରେ ସଂକ୍ରମିତ...

Advertisement
Archives

Model This Week