Posted inଖେଳ

ପଞ୍ଜାବ ମଙ୍ଗ ଧରିବେ ମୟଙ୍କ

ନୂଆଦିଲ୍ଲୀ,୨୮।୨: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ସିଜନରେ ମୟଙ୍କ ଅଗ୍ରଓ୍ବାଲ ପଞ୍ଜାବ କିଙ୍ଗ୍ସ ଦଳର ଅଧିନାୟକ ଭାର ସମ୍ଭାଳିବେ। ୨୦୧୮ଠାରୁ ଭାରତୀୟ ଓପନର ଏହି ଫ୍ରାଞ୍ଚାଇଜ ସହ ଯୋଡ଼ି ହୋଇ ଅଛନ୍ତି। ସେ ପୂର୍ବରୁ ଦଳର ଉପ ଅଧିନାୟକ ଥିଲେ। ଗତ ସିଜନରେ କିଛି ମ୍ୟାଚ୍‌ରେ ସେ ଦଳର ନେତୃତ୍ୱ ନେଇଥିଲେ।

“ମୁଁ ୨୦୧୮ଠାରୁ ପଞ୍ଜାବ କିଙ୍ଗ୍ସ ସହ ଅଛି। ଏହି ଚମତ୍କାର ଦଳର ପ୍ରତିନିଧିତ୍ୱ କରି ମୁଁ ଗର୍ବିତ। ମୋତେ ଦଳର ନେତୃତ୍ୱ ନେବାକୁ ସୁଯୋଗ ମିଳୁଥିବାରୁ ମୁଁ ଆନନ୍ଦିତ। ଦଳରେ ଅଭିଜ୍ଞ ଖେଳାଳିଙ୍କ ସହ ଅନେକ ଯୁବ ପ୍ରତିଭା ଥିବାରୁ ମୋ କାମ ସହଜ ହେବ। ଆମେ ସର୍ବଦା ପ୍ରଥମ ଆଇପିଏଲ ଟ୍ରଫି ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥାଉ। ଆମେ ଏକଜୁଟ ହୋଇ ଆଇପିଏଲ ଟ୍ରଫି ହାତେଇବା ଦିଗରେ କାର୍ଯ୍ୟ କରିବୁ। ମୋତେ ଏହି ଗୁରୁଦାୟିତ୍ୱ ଦେଇଥିବାରୁ ଟିମ୍‌ ମ୍ୟାନେଜମେଣ୍ଟକୁ ଧନ୍ୟବାଦ” ବୋଲି ପଞ୍ଜାବ କିଙ୍ଗ୍ସ ପକ୍ଷରୁ ଶେୟାର କରାଯାଇଥିବା ବିବୃତିରେ ମୟଙ୍କ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri