Posted inଖେଳ

ଟସ୍‌ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି

ମୋହାଲି,୨୮।୪: ମୋହାଲି ସ୍ଥିତ ବିନ୍ଦ୍ରା ଷ୍ଟାଡିୟମ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶିଖର ଧାଓ୍ବନ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ପ୍ରଥମେ ବ୍ୟାଟିଂ କରିବ।

କାନ୍ଧରେ ଆଘାତ ଯୋଗୁ ଶିଖର ଗତ କିଛି ମ୍ୟାଚରୁ ବାଦ୍‌ ପଡ଼ିଥିଲେ। ହେଲେ ଆଜିର ମ୍ୟାଚରେ ଶିଖର ଦଳକୁ ଫେରି ନେତୃତ୍ୱ ନେଇଛନ୍ତି। ଏହି ମ୍ୟାଚ ପଞ୍ଜାବ ଘରୋଇ ପଡ଼ିଆରେ ଖେଳୁଥିବାରୁ ମ୍ୟାଚ ଜିତିବାରୁ ଭରପୁର ଉଦ୍ୟମ କରିବ। ଏପରି କି ଲକ୍ଷ୍ନୌ ମଧ୍ୟ ଏହି ମ୍ୟାଚ ଜିତି ପଏଣ୍ଟ ଟେବୁଲରେ ଆଗକୁ ଜିବାକୁ ଚେଷ୍ଟା କରିବ। ଅନ୍ୟପକ୍ଷେ ପଞ୍ଜାବ ଦୁଇଟି ପରିବର୍ତ୍ତନ କରିଥିବା ବେଳେ କେ.ଏଲ୍‌. ରାହୁଲଙ୍କ ନେତୃତ୍ୱାଧୀନ ଦଳ କୌଣସି ପରିବର୍ତ୍ତନ କରିନାହିଁ।

ଲକ୍ଷ୍ନୌ: କେ.ଏଲ୍‌ ରାହୁଲ (ଅଧନାୟକ), କାଇଲ ମାୟର୍ସ, ଦୀପକ ହୁଡା, ମାର୍କସ ଷ୍ଟୋଇନିସ୍‌, କ୍ରୁନାଲ ପାଣ୍ଡ୍ୟା, ନିକୋଲାସ ପୁରାନ (ଉଇକେଟ କିପର), ଆୟୁଷ ବାଡୋନି, ନବୀନ-ଉଲ୍‌-ହକ, ରବି ବିଷ୍ଣୁ, ଆଭେଶ ଖାନ୍‌, ୟଶ ଠାକୁର

ପଞ୍ଜାବ: ଅଥର୍ବା ଟାଇଡେ, ଶିଖର ଧାୱନ (ଅଧିନାୟକ), ସିକନ୍ଦର ରାଜା, ଲିଆମ ଲିଭିଙ୍ଗଷ୍ଟୋନ, ସାମ୍‌ କୁରାନ, ଜିତେଶ ଶର୍ମା (ଉଇକେଟ କିପର), ଶାହାରୁଖ ଖାନ୍‌, କାଗିସୋ ରାବାଡା, ରାହୁଲ ଚହର, ଗୁରୁନୁର ବ୍ର, ଅର୍ଶଦୀପ ସିଂ


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri