Posted inଖେଳ

ଅନ୍ତିମ ଲିଗ୍‌ରେ ପଞ୍ଜାବର ବୃହତ୍‌ ବିଜୟ

ମୁମ୍ବାଇ,୨୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ୧୫.୧ ଓଭରରେ ୫ ଉଇକେଟରେ ପଞ୍ଜାବ କିଙ୍ଗ୍ସ ହରାଇ ଦେଇଛି। ଏହି ବିଜୟ ସହ ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନରେ ରହି ପଞ୍ଜାବ ଅଭିଯାନ ଶେଷ କରିଛି।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍‌ ୨୦ ଓଭରରେ ୮ ଉଇକେଟ ହରାଇ ୧୫୭ ରନ୍‌ କରିଥିଲା। ଅଭିଷେକ ଶର୍ମା ୪୩ ( ୫ ଚୌକା ଓ ୨ ଛକା), ରୋମାରିଓ ଶେଫର୍ଡ୨୬* (୨ ଲେଖାଏ ଚୌକା, ଛକା) ଓ ଓ୍ବାଶିଂଟନ ସୁନ୍ଦର ୨୫( ୩ ଚୌକା ଓ ୧ ଛକା) ରନ୍‌ କରିଥିଲେ। ପଞ୍ଜାବ ପକ୍ଷରୁ ହରପ୍ରୀତ ବ୍ରାର ଓ ନାଥନ ଇଲିସ ୩ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଲିଆମ ଲିଭିଂଷ୍ଟୋନଙ୍କ ବିସ୍ଫୋରକ ଅପରାଜିତ ୪୯ (୨ ଚୌକା ଓ ୫ ଛକା) ବଳରେ ପଞ୍ଜାବ ୧୫.୧ ଓଭରରେ ୫ ଉଇକେଟ ହରାଇ ୧୬୦ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା। ଅନ୍ୟ ବ୍ୟାଟରଙ୍କ ମଧ୍ୟରେ ଶିଖର ଧାଓ୍ବନ ୩୯ ଓ ଜନ୍ନି ବେଆରଷ୍ଟୋ ୨୩ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?