Posted inଖେଳ

ମୁମ୍ବାଇକୁ ହରାଇ ପଞ୍ଜାବ ଶୀର୍ଷରେ

ଜୟପୁର,୨୬ା୫: ପ୍ରିୟାଂଶ ଆର୍ଯ୍ୟ ଓ ଜୋଶ ଇଙ୍ଗଲିସଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୭ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ଏକତରଫା ଭାବେ ପରାସ୍ତ କରିଛି। ଏହି ବିଜୟ ସହ ପଞ୍ଜାବ ପଏଣ୍ଟ ଟେବୁଲ ଶୀର୍ଷକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ମୁମ୍ବାଇ ୧୬ ପଏଣ୍ଟ ସହ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ରହି ଲିଗ୍‌ ପର୍ଯ୍ୟାୟ ଅଭିଯାନ ଶେଷ କରିଛି।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୮୪ ରନ କରିଥିଲା। ଦଳ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ୩୯ ବଲରେ ୫୭ (୬ ଚୌକା ଓ ୨ ଛକା), ରିୟାନ ରିକଲଟନ ୨୭ (୫ ଚୌକା), ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୨୬ (୨ ଲେଖାଏ ଚୌକା ଓ ଛକା), ରୋହିତ ଶର୍ମା ୨୪ (୨ ଚୌକା ଓ ୧ ଛକା) ରନ କରିଥିଲେ। ପଞ୍ଜାବ ପକ୍ଷରୁ ମାର୍କୋ ଜାନସେନ, ଅର୍ଶଦୀପ ସିଂ ଓ ବିଜୟକୁମାର ବ୍ୟଶକ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପଞ୍ଜାବ ଆରମ୍ଭରୁ ପ୍ରଭସିମରନ ସିଂ (୧୩)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ପ୍ରିୟାଂଶ ଓ ଇଙ୍ଗଲିସ ଦ୍ୱିତୀୟ ଉଇକେଟରେ ୧୦୯ ରନ ଯୋଡ଼ି ଦଳର ବିଜୟ ନିଶ୍ଚିତ କରିଥିଲେ। ପ୍ରିୟାଂଶ ୩୫ ବଲରେ ୬୨ (୯ ଚୌକା ଓ ୨ ଛକା) ଏବଂ ଇଙ୍ଗଲିସ ୪୨ ବଲରେ ୭୩ (୯ ଚୌକା ଓ ୩ ଛକା) ରନ କରି ପାଭିଲିଅନ ଫେରିଥିଲେ। ଏହା ଇଙ୍ଗଲିଶଙ୍କ ଆଇପିଏଲ୍‌ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ଥିଲା। ମିଚେଲ ସାଣ୍ଟନର ଉଭୟ ବ୍ୟାଟରଙ୍କୁ ଆଉଟ୍‌ କରିଥିଲେ। ଶେଷ ଆଡ଼କୁ ଅଧିନାୟକ ଶ୍ରେୟସ ଆୟର ୧୬ ବଲରେ ୨୬ (୧ ଚୌକା ଓ ୨ ଛକା) ରନ କରି ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri