Posted inଖେଳ

ଧାୱନଙ୍କ ପାଇଁ ଚିନ୍ତାରେ ପଞ୍ଜାବ କିଙ୍ଗ୍ସ, ଆହତ ପାଇଁ ପୂର୍ବ ମ୍ୟାଚରୁ ପଡିଥିଲେ ବାଦ୍‌

ମୋହଲି,୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୨୭ତମ ମ୍ୟାଚ ଗୁରୁବାର ଅପରାହ୍ନ ସାଢ଼େ ୩ଟାରେ ରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ଖେଳାଯିବ। ପଞ୍ଜାବ କିଙ୍ଗ୍ସ ଗତ ମ୍ୟାଚ୍‌ରେ ୨ ଉଇକେଟ୍‌ରେ ଜିତିଥିଲା। ହେଲେ ଆହତ ଯୋଗୁ ଦଳର ଅଧିନାୟକ ଶିଖର ଧାୱନ ଖେଳିପାରିନଥିଲେ। ତେବେ ସାମ କୁରାନ ତାଙ୍କ ସ୍ଥାନରେ ପଞ୍ଜାବର ଅଧିନାୟକ ହୋଇଥିଲେ। ଅନ୍ୟପକ୍ଷରେ ଶେଷ ମ୍ୟାଚରେ ବାଙ୍ଗାଲୋର ଚେନ୍ନାଇଠାରୁ ୮ ରନ୍‌ରେ ପରାସ୍ତ ହୋଇଥିଲା। କିନ୍ତୁ ଏହି ମ୍ୟାଚରେ ଉଭୟ ଦଳ ଜିତିବାକୁ ଚେଷ୍ଟା କରିବେ। ଦଳର ନିୟମିତ ଅଧିନାୟକ ଧାୱନଙ୍କ ସ୍ବାସ୍ଥ୍ୟକୁ ନେଇ ଏ ପର୍ଯ୍ୟନ୍ତ କୌଣସି ଅପ୍‌ଡେଟ ଆସିନାହିଁ। କିନ୍ତୁ ମ୍ୟାଚ ପୂର୍ବରୁ ଦଳ ଏକ ଅପଡେଟ ଦେବ ବୋଲି ଏକ ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri