Posted inଜାତୀୟ

ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ ଚନ୍ନୀ: ଖେଳି ପାରନ୍ତି ଲମ୍ବା ଇନିଂସ୍‌

ଚଣ୍ଡିଗଡ଼,୨୫ ।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ । ସେ ରାଜନୀତି ବିଜ୍ଞାନରେ ଏମ୍‌ଏ କରିଥିବା ବେଳେ ତାଙ୍କ ପାଖରେ ରହିଛି ଏମ୍‌ବିଏ ଡିଗ୍ରୀ । ସେ ଲ’ ଗ୍ରାଜୁଏଟ୍ ଆଉ ଏବେ ପିଏଚ୍‌ଡି କରୁଛନ୍ତି । ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ କେବଳ ଯେ ପଞ୍ଜାବର ଅଧିକ ଶିକ୍ଷିତ ମନ୍ତ୍ରୀ ତା’ ନୁହେଁ ବରଂ ୨୦୨୨ରେ ହେବାକୁ ଥିବା ନିର୍ବାଚନରେ କଂଗ୍ରେସ ପାଇଁ ଚନ୍ନୀ ଏକ୍ସ ଫ୍ୟାକ୍ଟର ବୋଲି କୁହାଯାଉଛି । ଏବେ ପଞ୍ଜାବର ପ୍ରତି କୋଣେ କୋଣେ ଚନ୍ନୀଙ୍କ ପୋଷ୍ଟର ଦେଖିବାକୁ ମିଳୁଛି । ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ ୫ ମାସ ବାକିଥିବା ବେଳେ କଂଗ୍ରେସ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ହଟାଇ ଚନ୍ନୀଙ୍କ ମୁଖ୍ୟମନ୍ତ୍ରୀ କରିବା ଏକ ଗୁରୁତ୍ୱପୂର୍ଣ୍ଣ କଥା । ଯାହା ଭାରତୀୟ ଜନତା ପାର୍ଟି ପୂର୍ବରୁ ଭିନ୍ନ ଭିନ୍ନ ରାଜ୍ୟରେ କରି ଆସୁଛି । ଏବେ ଚନ୍ନୀଙ୍କୁ ‘ଆକ୍ସିଡେଣ୍ଟାଲ ସିଏମ୍‌’ କୁହାଗଲାଣି । ଆଗକୁ କଂଗ୍ରେକୁ ପୁଣି ପୂର୍ବ ସ୍ଥିତିକୁ ଫେରାଇ ଆଣିବାକୁ ଚନ୍ନୀ ଭଲ ମାଧ୍ୟମ ବୋଲି କୁହାଯାଉଛି । ଯଦି ଏପରି ହେଲା ତେବେ ଚନ୍ନୀ କଂଗ୍ରେସରେ ଲମ୍ବା ଇନିଂସ୍ ଖେଳିବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri