Posted inଜାତୀୟ

ଅମୃତପାଲ ସିଂଙ୍କୁ ଖୋଜୁଛି ପୋଲିସ, ଏବେ ପର୍ଯ୍ୟନ୍ତ ୧୧୨ ଗିରଫ, ପଞ୍ଜାବରେ ହାଇ ଆଲର୍ଟ

ଚଣ୍ଡିଗଡ଼,୨୦ ।୩: ଖଲିସ୍ତାନ ସମର୍ଥକ ତଥା ୱାରିସ ପଞ୍ଜାବ ଦେର ମୁଖ୍ୟ ଅମୃତପାଲ ସିଂଙ୍କୁ ଏବେବି ପୋଲିସ ଖୋଜୁଛି । ପଞ୍ଜାବ ପୋଲିସ ଅମୃତପାଲଙ୍କୁ ଧରିବାକୁ ରବିବାର ଲଗାତାର ଦ୍ୱିତୀୟ ଦିନ ସର୍ଚ୍ଚ ଅପରେଶନ ଜାରି ରଖିଥିଲା । ଏହାରି ମଧ୍ୟରେ ପଞ୍ଜାବ ସରକାର ରାଜ୍ୟରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦେଇଥିଲେ । ଏହାସହ ପୋଲିସ ସାଧାରଣ ଜନତାଙ୍କୁ ଅନୁରୋଧ କରିଥିଲା କି ଏହି ସମୟରେ ଭୁଲ ଖବର ନ ଶୁଣିବା ଓ ଏହାକୁ ପ୍ରଚାର ପ୍ରସାର କରିବାଠାରୁ ଦୂରେଇ ରୁହନ୍ତୁ ।
ପଞ୍ଜାବ ପୋଲିସର ଏହି କାର୍ଯ୍ୟାନୁଷ୍ଠାନକୁ ଦେଖି ସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି । ସବୁଠାରୁ ଅଧିକ ଉତ୍ତେଜନା ଅମୃତପାଲଙ୍କ ଗାଁ ଜଲ୍ଲୁପୁର ଖେଡାରେ ଦେଖାଯାଇଛି । ସେଠାରେ ବହୁ ସଂଖାରେ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି ।

ଜବଲପୁର ଖେଡା ରାସ୍ତାରେ ସ୍ଥାନେ ସ୍ଥାନେ ସୁରକ୍ଷାକର୍ମୀ ଉପସ୍ଥିତ ରହିଛନ୍ତି । ସମସ୍ତ ଆସୁଥିବା ଯାଉଥିବା ଲୋକଙ୍କ ଉପରେ କଡା ନଜର ରଖାଯାଇଛି । ଏହାରି ଭିତରେ ରବିବାର ବି ସୁରକ୍ଷା ଏଜେନ୍ସି ଅମୃତପାଲଙ୍କ ଘରେ ତଲାସି ନେଇଛନ୍ତି । ପୋଲିସ ସୂତ୍ରରୁ କୁହାଯାଇଛି କି ପୋଲିସକୁ କିଛି ଆପତ୍ତିଜନକ ସାମଗ୍ରୀ ମିଳିଛି । ଏହାସହ ଗାଁ ଲୋକଙ୍କୁ ମଧ୍ୟ ପଚରା ଉଚରା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri