ପଞ୍ଜାବର ସ୍ଥପତି ଦେବେ ରାଫାଲ ଜେଟ୍‌ର ଅନୁଭୁତି

ଚଣ୍ଡିଗଡ଼,୪ ।୩: ପଞ୍ଜାବର ସ୍ଥପତି ରାମପାଲ ବେହନିୱାଲ ନିଜର ବୁଦ୍ଧି ଖଟାଇ ଏକ ଯାନ ନିର୍ମାଣ କରିଛନ୍ତି । ଯାହା ଦେଖିବାକୁ ଅବିକଳ ଯୁଦ୍ଧ ବିମାନ ରାଫାଲ ଭଳି । ଏହାର ନାମ ଦେଇଛନ୍ତି ‘ପଞ୍ଜାବ ରାଫାଲ’ । ଏହି ଯାନକୁ ସେ ତାଙ୍କ କଲଚରାଲ ପାର୍କରେ ଚଳାଇବେ ବୋଲି କହିଛନ୍ତି । ତେବେ ଏହାକୁ ତିଆରି କରିବାକୁ ପାଖାପାଖି ୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା କହିଛନ୍ତି ରାମପାଲ । ଏହା ପଛର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯେଉଁମାନେ ବିମାନରେ ବସିବା ପାଇଁ ସକ୍ଷମ ନୁହଁନ୍ତି ବା ଅତି ଗରିବ ଶ୍ରେଣୀର ଲୋକେ ଏଥିରେ ବସି ବିମାନରେ ବସିବାର ଅନୁଭୁତି ପାଇ ପାରିବେ । ଆଉ ସେମାନଙ୍କ ବିମାନରେ ବସିବାର ସ୍ୱପ୍ନ ପୂରଣ ହୋଇଯିବ । ଏହା ଘଣ୍ଟାକୁ ୧୫-୨୦ କିଲୋମିଟର ବେଗରେ ଗତି କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ

ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ…

ବସ୍‌ ନେଲା ବାଇକ୍‌ ଆରୋହୀଙ୍କ ଜୀବନ

ଲକ୍ଷ୍ମୀପୁର, ୧୧।୩(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ୩୨୬ ଜାତୀୟ ରାଜପଥ ଜିରୋ ପଏଣ୍ଟ ନିକଟରେ ବୁଧବାର ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।…

ରିପୋର୍ଟରେ ‘ଧର୍ମ ପରିବର୍ତ୍ତନ’ ଉଲ୍ଲେଖ କରିଥିଲେ, ନନ୍ଦପୁରରେ RIଙ୍କୁ ସର୍ବସମ୍ମୁଖରେ ମାଡ଼; ଥାନାରେ…

ନନ୍ଦପୁର,୧୧।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜାତିଗତ ପ୍ରମାଣପତ୍ର ଆବେଦନର ତଦନ୍ତ ବେଳେ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri