Posted inଖେଳ

୧୨୫ରେ ଅଟକିଲା ପଞ୍ଜାବ

ଶାରଜା,୨୫।୯: ଶାରଜାରେ ଶନିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱିତୀୟ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଧିନାୟକ ଲୋକେଶ ରାହୁଲଙ୍କ ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୭ ଉଇକେଟ ହରାଇ ୧୨୫ ରନ୍‌ କରିଛି। ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଓପନିଂ ଯୋଡି ପ୍ରଭାବୀ ସାବ୍ୟସ୍ତ ହୋଇପାରି ନ ଥିଲା। ରାହୁଲ ୨୧ ରନ୍‌ କରି ଆଉଟ ହୋଇଥିଲେ। ଏହାର କିଛି ସମୟ ପରେ ମୟଙ୍କ ୫ରନ୍‌ କରି ଆଉଟ ହୋଇଯାଇଥିଲେ। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଦଳର ମିଡିଲ ଅର୍ଡର ମଧ୍ୟ ଖାସ କିଛି କରିପାରି ନ ଥିଲେ।

ସନରାଇଜର୍ସ ହାଇଦ୍ରାବାଦ୍‌ ଜସନ ହୋଲ୍ଡର୍‌ ୩ ଉଇକେଟ ନେଇଥିବା ବେଳେ ସନ୍ଦୀପ ଶର୍ମା, ଭୁବନେଶ୍ୱର କୁମାର, ରସିଦ ଖାନ, ଅବଦୁଲ ସମଦ୍‌ ପ୍ରମୁଖ ଗୋଟିଏ ଲେଖାଁଏ ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଏଏଏଫ୍‌ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ

ଜେନେଭା, ୪ା୬ (ଏଏଫ୍‌ପି)-ସୁଇଜରଲାଣ୍ଡର ଟପ୍‌ କୋର୍ଟ ସୋମବାର ସାମୟିକ ଭାବେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍‌ ଫେଡେରେଶନ୍ସ (ଆଇଏଏଏଫ୍‌)ର ବିବାଦୀୟ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ କରିଛନ୍ତି।...

ଦ୍ୱିତୀୟ ଟେଷ୍ଟ ଖେଳିବେନି ଓ୍ବାଗ୍‌ନର

ଓ୍ବେଲିଂଟନ, ୧ା୧ (ଏପି)- ଡାହାଣ ଗୋଡର ଦୁଇ ଭଙ୍ଗା ଆଙ୍ଗୁଠି ସତ୍ତ୍ୱେ ପାକିସ୍ତାନ ବିପକ୍ଷ ନ୍ୟୁଜିଲାଣ୍ଡର ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚର ଅଧିକାଂଶ ସମୟ ଖେଳିଥିଲେ...

ଅଲୋଡ଼ା ତାଲିକାରେ ଓ୍ବାର୍ନର

ମାଞ୍ଚେଷ୍ଟର,୫।୯: ଚଳିତ ଆଶେସ ସିରିଜ୍‌ରେ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନରଙ୍କ ଖରାପ ଫର୍ମ ଜାରି ରହିଛି। ସେ ଏଠାରେ ଖେଳାଯାଉଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ...

‘ଭାରତ-ପାକିସ୍ତାନ ମ୍ୟାଚ୍‌ ଖେଳାଯିବା ଦରକାର’

ନୂଆଦିଲ୍ଲୀ,୧୯।୧୦: ଆସନ୍ତା ୨୪ ତାରିଖରେ ଚଳିତ ଟି୨୦ ବିଶ୍ୱକପ୍‌ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ। ଜମ୍ମୁ-କଶ୍ମୀରରେ ବର୍ତ୍ତମାନ ପରିସ୍ଥିତି କାରଣରୁ...

ମହିଳା ହକି: ସୋମବାରଠାରୁ କୋରିଆ ବିପକ୍ଷ ସିରିଜ

ବେଙ୍ଗାଲୁରୁ, ୧୯ା୫ (ପି.ଟି.)-ଭାରତୀୟ ମହିଳା ହକି ଦଳ କୋରିଆ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ। ସୋମବାର ଜିନ୍‌ଚୁନ୍‌ଠାରେ ପ୍ରଥମ ମ୍ୟାଚ ଖେଳାଯିବ। ଦଳ...

କଳିଙ୍ଗରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୪।୯(ସ୍ପୋଟର୍‌ସ ବ୍ୟୁରୋ):ଭୁବନେଶ୍ୱରରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ମେଗା ଇଭେଣ୍ଟ। ଆଉ ଠିକ୍‌ ଦୁଇମାସ ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ହକି ଫେଡେରେଶନ...

କ୍ଷମା ମାଗିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଜୋହାନ୍ସବର୍ଗ,୨୪।୮: ଦକ୍ଷିଣ ଆଫ୍ରିକାର ପୂର୍ବତନ ଉଇକେଟ କିପର ତଥା ବର୍ତ୍ତମାନର ମୁଖ୍ୟ କୋଚ ମାର୍କ ବାଉଚର୍‌ କ୍ଷମା ମାଗିଛନ୍ତି। ସେ ଖେଳୁଥିବା ସମୟରେ ଅପମାନଜନକ ଗୀତ...

ଆର୍‌ସିବିକୁ ଜିତାଇଲେ ଡୁ’ପ୍ଲେସି, ଓ୍ବାନିନ୍ଦୁ

ମୁମ୍ବାଇ,୮।୫: ପ୍ରଥମେ ଅଧିନାୟକ ଫାଫ ଡୁ’ପ୍ଲେସିଙ୍କ ଅର୍ଦ୍ଧଶତକ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ୫ ଉଇକେଟ ସଫଳତା ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହଜ ବିଜୟ...

Advertisement
Archives

Model This Week