Posted inଖେଳ

୧୩୭ରନ୍‌ରେ ଅଟକିଲା ପଞ୍ଜାବ

ମୁମ୍ବାଇ,୧।୪: ପଞ୍ଜାବ କିଙ୍ଗସକୁ ୧୩୭ ରନ୍‌ରେ ଅଟକାଇଛି କୋଲକାତା ନାଇଟ୍‌ ରାଇଡର୍ସ । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଆଇପିଏଲ୍‌ର ୮ମ ମୁକାବିଲାରେ ପୁଣିଥରେ କୋଲକାତା ଲାଗି ଚମକିଛନ୍ତି ଉମେଶ ଯାଦବ। ଉମେଶଙ୍କ ୪ ଉଇକେଟ ସଫଳତା ବଳରେ ପଞ୍ଜାବ ୧୮.୫ ଓଭରରେ ୧୩୭ ରନ୍‌ରେ ଅଲଆଉଟ ହୋଇଛି। ଫଳରେ କୋଲାକତାକୁ ଦ୍ୱିତୀୟ ବିଜୟ ପାଇଁ ୧୩୮ ରନ୍‌ର ଟାର୍ଗେଟ ମିଳିଛି। ଜବାବରେ କୋଲକାତା ୬ ଓଭରରେ ୨ ଉଇକେଟ ହରାଇ ୫୧ ରନ୍‌ କରିଛି। ଦଳକୁ ବିଜୟ ଲାଗି ୮୭ରନ୍‌ର ଆବଶ୍ୟକତା ରହିଛି।

ଏହି ମ୍ୟାଚ୍‌ରେ ଟସ ଜିତି କୋଲକାତା ଅଧିନାୟକ ଶ୍ରେୟସ ଆୟର ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। କୋଲକାତା ପକ୍ଷରୁ ଉମେଶ ସର୍ବାଧିକ ୪ଟି ୱିକେଟ ନେଇଥିବା ବେଳେ ସାଉଦ ୨ଟି, ନାରିନ, ରସେଲ ଓ ମାଭି ଗୋଟିଏ ଲେଖାଏ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?