ସିଏସ୍‌କେ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ

ଦୁବାଇ, ୪।୧୦: ଚଳିତ ଆଇପିଏଲ୍‌ର ଅଷ୍ଟାଦଶ ତଥା ରବିବାର ଅନୁଷ୍ଠିତ ୨ୟ ମୁକାବିଲାରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଲୋକେଶ ରାହୁଲଙ୍କ ନେତୃତ୍ୱାଧୀନ ପଞ୍ଜାବ ଦଳ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ମହେନ୍ଦ୍ର ସିଂ ଧୋନୀଙ୍କ ସିଏସ୍‌କେ ଦଳ ପ୍ରଥମେ ବୋଲିଂ କରିବ।
୧୩ତମ ସିଜନରେ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଚେନ୍ନାଇ ୪ ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ୩ ପରାଜୟ ସହ ଟେବୁଲ ତାଲିକାର ସର୍ବନିମ୍ନ ସ୍ଥାନରେ ରହିଛି। ସେହିଭଳି ପଞ୍ଜାବ ମଧ୍ୟ ସମାନ ସଂଖ୍ୟକ ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ୩ ପରାଜୟବରଣ କରି ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ପୂର୍ବତନ ଫୁଟ୍‌ବଲରଙ୍କ ମୃତ୍ୟୁ

ମାଲାପୁରମ (କେରଳ), ୭ା୬ (ପି.ଟି.)- କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ପୂର୍ବତନ ସନ୍ତୋଷ ଟ୍ରଫି ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପ୍‌ ଖେଳାଳି ଇ. ହାମ୍‌ସାକୋୟାଙ୍କ ମୃତ୍ୟୁ ଘଟିଛି।...

ଭାରତୀୟ ମହିଳା ହକି ଦଳର ପରାଜୟ

ବୁଏନ୍ସଏୟାର୍ସ, ୩୦ା୧(ପି.ଟି.)- ଭାରତୀୟ ମହିଳା ହକି ଦଳ ବିପକ୍ଷରେ ଆର୍ଜେଣ୍ଟିନା ୨-୦ ଗୋଲରେ ବିଜୟ ହାସଲ କରିଛି। ଭ୍ରମଣକାରୀ ଦଳର ଏହାର କ୍ରମାଗତ ଦ୍ୱିତୀୟ ପରାଜୟ।...

୪୧ ବର୍ଷ ପରେ ହକିରେ ଅଲିମ୍ପିକ୍ସ ମେଡାଲ

ଟୋକିଓ,୫।୮: ଦୀର୍ଘ ୪୧ ବର୍ଷ ପରେ ଭାରତ ଅଲିମ୍ପିକ୍ସରେ ହକିରେ ପୁଣି ପଦକ ଜିତିଛି। ପୁରୁଷ ହକିରେ ଭାରତକୁ ଐତିହାସିକ ବିଜୟ ହୋଇଛି। ଜର୍ମାନୀକୁ ହରାଇ...

ଲୋକଙ୍କୁ ଏମିତି ନିବେଦନ କଲେ କୋହଲି

ମୁମ୍ବାଇ,୨୧।୪: ଦେଶରେ କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଗତ ତିନି ଦିନ ଧରି ଦେଶରେ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ରୋଗୀ...

ଆଜିବି କ୍ରିକେଟରୁ ଅବସର ମିଳିରେ ପିତାଙ୍କ ସହ ବିଲରେ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ଭାରତୀୟ ଦ୍ରୁତ ବୋଲର୍‌ ଉମେଶ ଯାଦବଙ୍କ ଆଜି ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୭, ଅକ୍ଟୋବର ୨୫ରେ ଉତ୍ତର ପ୍ରଦେଶର ଦେଓରିଆରେ ଏକ ଗରିବ ଘରେ...

ଫାଇନାଲ ମ୍ୟାଚ ମାତ୍ର ୩୫ ମିନିଟ୍‌ରେ ଶେଷ

ବାସେଲ,୭ା୩(ପି.ଟି.): ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ସୁଇସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ହାରି ରନର୍ସ ଅପ୍‌ ହୋଇଛନ୍ତି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟିନୀ ସ୍ପେନର କାରୋଲିନା...

ଇଂଲଣ୍ଡ କ୍ରିକେଟର୍‌ଙ୍କୁ ନିଜ ଜର୍ସି ଦେଲେ ରବିନ୍ଦ୍ର ଜାଡେଜା, ଜାଣନ୍ତୁ କାହିଁକି

ଲଣ୍ଡନ,୩୧।୮:ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏକ ବିଶେଷ କାରଣ ପାଇଁ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କୁ ତାଙ୍କ ଟେଷ୍ଟ ଜର୍ସି ଉପହାର ଦେଇଛନ୍ତି। ଏହି...

ଏସିଆନ ଶୁଟିଂ ଚାମ୍ପିୟନଶିପ୍‌: ସୌରଭଙ୍କୁ ରୌପ୍ୟ

ଦୋହା, ୧୧।୧୧(ପି.ଟି.)- ଭାରତୀୟ ଟିନ୍‌ଏଜ୍‌ ଶୁଟର ସୌରଭ ଚୌଧାରୀ ଏଠାରେ ଚାଲିଥିବା ୧୪ତମ ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ହାସଲ କରିଛନ୍ତି। ସୋମବାର ଅନୁଷ୍ଠିତ...

Advertisement


Archives

Model This Week