କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି ବାବା ଆକ୍ଷେପ ନେଇ ସେ କହିଛନ୍ତି, ୨ ଜଣ ପୂର୍ବତନ ମନ୍ତ୍ରୀଙ୍କ ସହ ଦେବାଶିଷ ମଧ୍ୟ ଷଡ଼ଯନ୍ତ୍ରକାରୀ। ସେମାନଙ୍କ ପାଇଁ ମୁଁ ଆଜି ଲାଲ ପୋଷାକ ପିନ୍ଧୁଛି। ଦେବାଶିଷ ବିଭିନ୍ନ ସଂସ୍ଥାରୁ ଚାନ୍ଦା ନେଇ ରାଜନୀତି କରନ୍ତି, ତାହାର ପ୍ରମାଣ ଅଛି। ପୁଅକୁ ବାଟ ଛାଡ଼ୁନି ଆକ୍ଷେପରେ କହିଛନ୍ତି, ଯଦି ପୁଅକୁ ବାଟ ଛାଡୁନି ସେ ଦୁଇ ଥର ବିଧାୟକ ହେଲା କିପରି।ପାଣ୍ଡିଆନଙ୍କୁ ପୂର୍ବରୁ ଗାଳି ଦେଉଥିବା ଆରୋପର ଜବାବ ରଖି କହିଛନ୍ତି, ମୁଁ ପାଣ୍ଡିଆନଙ୍କୁ ପୂର୍ବରୁ କେବେ ଗାଳି ଦେଇନି, ସେ ଭୁଲ କହିଛନ୍ତି।୨୦୧୩ରେ ଏକ ପ୍ରସଙ୍ଗକୁ ନେଇ ତାଙ୍କୁ ମୁଁ ପାଟି କରିଥିଲି। ସୁଜାତା କାର୍ତ୍ତିକେୟନ ରାଜ୍ୟସଭା ଯିବାରେ କୌଣସି ଅସୁବିଧା ନାହିଁ। ରବିବାର ପ୍ରଭାତ ବିଶ୍ବାଳଙ୍କୁ ନାଲି ବାବା କହି ଟାର୍ଗେଟ କରିଥିଲେ ଦେବାଶିଷ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

ବାଂଲାଦେଶ ନିର୍ବାଚନ ପରେ ହାସିନାଙ୍କ କଡ଼ା ଆକ୍ରମଣ, କହିଲେ ଫଳାଫଳ ‘ହାସ୍ୟାସ୍ପଦ’

ଢାକା,୧୨।୨: ବୁଧବାର, ଫେବୃଆରୀ ୧୨ ରେ ବାଂଲାଦେଶରେ ୨୯୯ ସଂସଦୀୟ ଆସନ ପାଇଁ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏହି ନିର୍ବାଚନକୁ ବିଶେଷ ଭାବରେ ବିବେଚନା କରାଯାଇଥିଲା…

ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ…

୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ…

‘ମୁଁ ମୋଦିଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁ ନ ଥିଲି’, ଟ୍ରମ୍ପଙ୍କ ଭାଇରାଲ ଭିଡ଼ିଓକୁ ନେଇ MEA ଦେଲା ପ୍ରତିକ୍ରିୟା

ନୂଆଦିଲ୍ଲ,୧୨।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଜନୈତିକ କ୍ୟାରିୟର ସମ୍ପର୍କରେ ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପ୍ରତିକ୍ରିୟା ପ୍ରକାଶ କରିଛି। MEA ମୁଖପାତ୍ର ରଣଧୀର…

ରାଜ୍ୟ ସଭା MP ସୁଜୀତ କୁମାରଙ୍କ ନିଆରା ପ୍ରୟାସ: ରାଷ୍ଟ୍ରପତିଙ୍କୁ ଭେଟିଲେ ଦୁର୍ଗମ ତୁର୍କା ଗ୍ରାମର ୪ ଆଦିବାସୀ ଝିଅ

ଭବାନୀପାଟଣା/ଲାଞ୍ଜିଗଡ଼,୧୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ)- କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଲାଞ୍ଜି ପଞ୍ଚାୟତର ତୁର୍କା ଗ୍ରାମ ଗତ କିଛି ବର୍ଷ ତଳେ ବାହ୍ୟ ଜଗତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri