୩ଟି ପର୍ଯ୍ୟାୟରେ ନିର୍ମାଣ ହେବ ପୁରୀ ବିମାନ ବନ୍ଦର: ଖର୍ଚ୍ଚ ହେବ ୫,୬୩୧ କୋଟି

ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧,୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ ।

ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶା ପ୍ରକାଶ କରିଛନ୍ତି ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri