ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ ଜାରି ରଖିଛନ୍ତି। ତେବେ ସନ୍ଧ୍ୟାରାଣୀଙ୍କ ପୈତୃକ ଘର ସମେତ ଏକକାଳୀନ ୫ଟି ସ୍ଥାନରେ ପୁରୀ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରୁଛି। ହାତୀଶାଳରେ ଥିବା ୪ ମହଲା ବିଲ୍ଡିଂ, ସମଙ୍ଗମୌଜା ମଙ୍ଗଳା ହାଟରେ ଥିବା ଅଟା ମିଲ, ବାଲି ସାହିରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ତଥା ଡେଲାଙ୍ଗ ହାଟସାହିରେ ଥିବା ଶ୍ୱଶୁର ଘରେ ଚଢ଼ାଉ ଜାରି ରହିଛି।
ଭିଜିଲାନ୍ସ ଟିମ୍‌ ବ୍ୟାଙ୍କ ପାସବୁକ ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରି ତଦନ୍ତ ଚଳାଇଛି । ତେବେ ଏପର୍ଯ୍ୟନ୍ତ ତାଙ୍କର କେତେ ସମ୍ପତ୍ତି ଠାବ ହେଲାଣି ସେ ନେଇ କିଛି ସୂଚନା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୪ ଆନ୍ତଃ ଜିଲା ହାଇଓ୍ବେ ଲୁଟେରା ଗିରଫ

ସାକ୍ଷୀଗୋପାଳ,୮।୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ କ୍ରମାଗତ ଲୁଟ୍‌ କରୁଥିବା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ୪ ଜଣ ଲୁଟେରାଙ୍କ ସହିତ ଚୋରି ଜିନିଷ ରଖିଥିବା ଅନ୍ୟ ଦୁଇ ଜଣଙ୍କୁ...

ଏଥର ଜଗା ଦର୍ଶନ ଲାଗି ଆର୍‌ଟି-ପିସିଆର୍‌ ରିପୋର୍ଟ ବାଧ୍ୟତାମୂଳକ

ପୁରୀ ଅଫିସ,୬।୪: ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ଏ ନେଇ ପୁରୀ ଶ୍ରୀମନ୍ଦିରରେ କଟକଣା କଡ଼ାକଡ଼ି କରାଯାଇଛି। ୧୨ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା...

ଜିଲା ମୁଖ୍ୟ ଡାକଘରେ ସାଧାରଣ ଗ୍ରାହକ ସେବା ବ୍ୟବସ୍ଥା

ଭଦ୍ରକ ଅଫିସ, ୧୬ା୫-ଭଦ୍ରକ ଜିଲା ମୁଖ୍ୟ ଡାକ ଘରେ ଶୁକ୍ରବାର ସାଧାରଣ ଗ୍ରାହକ ସେବା ବ୍ୟବସ୍ଥା ଉଦ୍‌ଘାଟିତ ହୋଇଛି। ଏହି ସେବା ରାଜ୍ୟରେ ପ୍ରଥମ କରି...

ନକଲି ବାବା ବେଶରେ ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ ଯୁବକ, ଆଉ ତା’ ପରେ…

ଯାଜପୁର ଅଫିସ,୩୦।୧: ଯାଜପୁରରୋଡ୍‌ ରମ୍ପାସ ଅଞ୍ଚଳକୁ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ଘରକୁ ବାବା ବେଶରେ ଆସି ଧରାପଡ଼ି ନିର୍ଧୂମ ଛେଚା ଖାଇବା ଘଟଣା ଅଞ୍ଚଳରେ...

ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଯୁବତୀଙ୍କୁ ଗଣବଳାତ୍କାର: ପୋଲିସ ହାତରେ ଲାଗିଲା ସିସିଟିଭି ଫୁଟେଜ୍‌

ସୋନପୁର,୧୮।୧: ସୁବର୍ଣ୍ଣପୁର ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଜଣେ ଯୁବତୀଙ୍କୁ ସୋମବାର ଗଣବଳାତ୍କାର କରାଯାଇଛି। ପୂର୍ବାହ୍ନରେ ଏହି ଘଟଣା ଘଟିଛି। ସ୍ପଷ୍ଟ ଦିବାଲୋକରେ ୨ଜଣ...

ଗାଡି ଯାଞ୍ଚବେଳେ ଏସ୍‌ଆଇଙ୍କୁ ପିଟିଲେ: ୨ଗିରଫ

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.)-ଗଞ୍ଜାମ ଥାନାରେ କାର୍ଯ୍ୟରତ ଏସ୍‌ଆଇ ଚନ୍ଦନ ବେହେରା ଶୁକ୍ରବାର ଗାଡି ଯାଞ୍ଚ କରୁଥିବାବେଳେ ୨ ଯୁବକ ତାଙ୍କୁ ଆକ୍ରମଣ କରିଛନ୍ତି। ଏନେଇ ୨ଜଣଙ୍କୁ ଗିରଫ କରାଯାଇଛି।...

ତାପଙ୍ଗ ଛକରେ ବୋମା ପକାଇ ସାନି ମେଶିନ ପୋଡିଦେଲେ ଦୁର୍ବୃତ୍ତ, ୨ ଅଫୁଡ଼ା ବୋମା ଜବତ

ଖୋର୍ଦ୍ଧା ଅଫିସ, ୧୯।୬: ଖୋର୍ଦ୍ଧା ଜିଲା ତାପଙ୍ଗ ଛକ ଏନ୍‌କେଏସ୍‌ କ୍ରସର ନିକଟରେ ଥିବା ଏକ ସାନି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ...

Advertisement

BGU

Archives

Model This Week

Why Dharitri