ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!

ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ । ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ X ଯୋଗେ ସୂଚନା ଦେବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । X ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବଳଙ୍ଗା ଘଟଣାରେ ପୀଡ଼ିତା … Continue reading ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!