ଶେଷ ହେଲା ପହଣ୍ଡି ବିଜେ: ରଥାରୂଢ଼ ହେଲେ ଶ୍ରୀଜିଉ

ପୁରୀ,୨୦।୬(ଅଜିତ୍‌ ମହାନ୍ତି): ଆଜି ପବିତ୍ର ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ନିର୍ଦ୍ଧାରିତ ସମୟରେ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ପରେ ରଥ ପ୍ରତିଷ୍ଠା କାର୍ଯ୍ୟ ହୋଇଥିଲା। ଏହାପରେ ଆରମ୍ଭ ହୋଇଥିଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ। ଧାଡ଼ି ପହଣ୍ଡିରେ ରଥକୁ ବିଜେ କରିଥିଲେ ଶ୍ରୀଜିଉ। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ବଳଭଦ୍ରଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇ ରଥାରୂଢ଼ କରାଯାଇଥିଲା। ଶେଷରେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇ ରଥାରୂଢ଼ ହୋଇଥିଲେ।

ଅନ୍ୟପକ୍ଷେ ସୁରକ୍ଷା ଦୃଷ୍ଟିରୁ ପୁରୀ ସହରକୁ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଏବଂ ସିସିଟିଭିରେ ନଜର ରଖାଯାଇଛି। ଏପରିକି ୧୭୦ ପ୍ଲାଟୁନ୍‌ ଫୋର୍ସ ସମେତ ସାଦା ପୋଷାକଧାରୀ ପୋଲିସ୍‌, ବୋମା ନିଷ୍କ୍ରିୟକାରୀ ଦଳ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri