କାର୍ତ୍ତିକ ବ୍ରତ ପାଇଁ ମଙ୍ଗଳବାରଠୁ ପଞ୍ଜିକରଣ କରିପାରିବେ ହବିଷ୍ୟାଳି

ପୁରୀ ଅଫିସ,୧୩।୯: ଅକ୍ଟୋବର ୧୦ରୁ ମହାକାର୍ତ୍ତିକ ବ୍ରତ ଆରମ୍ଭ ହେଉଛି । ଚଳିତ ବର୍ଷ ହଜାର ହଜାର ହବିଷ୍ୟାଳି ଶ୍ରୀ କ୍ଷେତ୍ରରେ ସମାଗମ ହେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମାଗଣା ରହଣି ସହ ମହାପ୍ରସାଦ ସେବନ, ପୂଜାନୀତି, ଗମନାଗମନ ଓ ସ୍ବାସ୍ଥ୍ୟସେବାର ସମସ୍ତ ବ୍ୟବସ୍ଥା ରହିଛି। ଏହାସହ ରହଣି ପାଇଁ ମଙ୍ଗଳବାରଠାରୁ ରାଜ୍ୟ ବ୍ୟାପୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଗଣା ପଞ୍ଜିକରଣ ଆରମ୍ଭ ହେବ। ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଯୋଗେ ଆଜିଠୁ ଆସନ୍ତା ୨୯ ଯାଏ ପଞ୍ଜିକରଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଳିତା କନ୍ୟାଙ୍କୁ ବଳାତ୍କାରକରି ଗିରଫ

କୁଆଁରମୁଣ୍ଡା,୨୨।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ଝୁନମୁର ପଞ୍ଚାୟତ ଏକ ବସ୍ତିରେ ପାଳିତା ନାବାଳିକା କନ୍ୟାକୁ ବାପା ବଳାତ୍କାର କରିଥିବା ବୁଧବାର ଥାନାରେ ଅଭିଯୋଗ...

ସଂଖ୍ୟା ଅଧିକ ସତ୍ତ୍ୱେ ବିଜେଡିର ବିଦ୍ରୋହୀଙ୍କୁ ଡର

କେନ୍ଦ୍ରାପଡ଼ା ଅଫିସ, ୩୦।୩: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ସରିଛି। ଅଧ୍ୟକ୍ଷା ପଦରେ ବିଜେଡିର ସରିତା ସାହୁ ପ୍ରତ୍ୟେକ ୱାର୍ଡରୁ ବିଜୟ ସଂଖ୍ୟକ ଭୋଟ ପାଇ...

ନେଇଗଲେ ବନବିଭାଗ, ଝୁରୁଛନ୍ତି କୁନ୍ତଳା

ତେଲକୋଇ,୧୪।୩: ପଶୁ ଓ ମଣିଷ ମଧ୍ୟରେ ରହିଛି ଅନାବିଳ ସ୍ନେହ । ମଣିଷ ପାଖରୁ ପଶୁଟିକୁ ବିଚ୍ଛେଦ କରି ଜଙ୍ଗଲରେ ଛାଡିବା ଘଟଣାରେ ଜଣେ ମହିଳା...

ସୁନ୍ଦରଗଡ଼ ଜିଲାରେ ପ୍ରଥମ ୨ କରୋନା ଆକ୍ରାନ୍ତ ଚିହ୍ନଟ: ବିଶ୍ରାରେ ପହଞ୍ଚିଲେ ସ୍ବାସ୍ଥ୍ୟ ଅଧିକାରୀ

ସୁନ୍ଦରଗଡ଼,୧୨।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପ୍ରଥମ ଥର ପାଇଁ ଦୁଇଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ନମୂନା...

ନଳକୂପ ବ୍ୟବହାରକୁ ନେଇ ମହିଳାଙ୍କୁ ଅସଦାଚରଣ: ୨ ଭାଇ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନୁରୁବାଦଡ଼ା ଗ୍ରାମରେ ନଳକୂପ ବ୍ୟବହାରକୁ ନେଇ ଜଣେ ମହିଳାଙ୍କ ପ୍ରତି ଅସଦାଚରଣ ହୋଇଥିବା ରବିବାର ଥାନାରେ...

ଧାର୍ଯ୍ୟ ଲକ୍ଷ୍ୟ ହାସଲ ପାଇଁ ଯତ୍ନବାନ ହେବାକୁ ନିର୍ଦ୍ଦେଶ

ସୋନପୁର,୨୧।୭(ନି.ପ୍ର.) ମୋ ସ୍କୁଲ ଅଭିଯାନ, ଗାରିମା ପୁରସ୍କାର ଓ ସବୁଦିନ ଯିବା ସ୍କୁଲ କାର୍ଯ୍ୟକ୍ରମ ସମ୍ପର୍କରେ ସୋନପୁର ବ୍ଲକସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାରାଜା...

୨ ଗୃହରକ୍ଷୀଙ୍କ ନାଁରେ ଏସ୍‌ପିଙ୍କୁ ଅଭିଯୋଗ

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ କାର୍ଯ୍ୟରତ ୨ ଗୃହରକ୍ଷୀଙ୍କ ଦାଦାଗିରି ନେଇ ଅଭିଯୋଗ ହୋଇଛି। ଉକ୍ତ ଗୃହରକ୍ଷୀ ଦ୍ୱୟ ଗତ ୧୬ ତାରିଖ ବିଳମ୍ବିତ ରାତିରେ...

ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ...

Advertisement
Archives

Model This Week